Latest Odisha News

BREAKING NEWS

Browsing Tag

5 arrested

୩ ବନ୍ଧୁକ ଜବତ, ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ପୁରୀ: ପୁରୀ ପୋଲିସକୁ ବଡ଼ ସଫଳତା ମିଳିଛି । କୁଖ୍ୟାତ ଅଭିଯୁକ୍ତ ମନୁଆ ମହାନ୍ତିଙ୍କ ସହ ୪ ଜଣ ସହଯୋଗୀଙ୍କୁ ଗିରଫ କରିଛି ପୁରୀ ପୋଲିସ । ଗିରଫଙ୍କ ଠାରୁ ୩ଟି ସେମି ଅଟୋମେଟିକ୍ ପିସ୍ତଲ୍ ସହ ୧୦ଟି ଗୁଳି, ମୋବାଇଲ୍ ଓ ଛୁରି ଜବତ କରାଯାଇଛି । ଗିରଫ ଅଭିଯୁକ୍ତ ହେଉଛନ୍ତି ଜଗତସିଂହପୁରର…

ଟ୍ରକ୍ ଚୋରି ପାଇଁ ଡ୍ରାଇଭରକୁ ମହାନଦୀକୁ ଠେଲି ଦେଲେ, ୫ ଗିରଫ

ପାରାଦୀପ: ଫିଲ୍ମ ଷ୍ଟାଇଲରେ ଟ୍ରକ୍ ଚୋରି । ପ୍ରଥମେ ବନ୍ଧୁତା ପରେ ମଦ୍ୟପାନ ଆଉ ବିଶ୍ୱାସଘାତକତା । ଫିଲ୍ମ କାହାଣୀ ଭଳି ପାରାଦୀପରେ ଘଟିଛି ଲୋମଟାଙ୍କୁରା ଘଟଣା । ମହାନଦୀ ଗର୍ଭକୁ ଡ୍ରାଇଭରକୁ ଠେଲି ଦେଇ ଟ୍ରକ୍ ଚୋରି ହୋଇଛି । ତଦନ୍ତ ପରେ ପୋଲିସ ଚୋରି ଟ୍ରକକୁ ଉଦ୍ଧାର କରିଥିବା ବେଳେ ଏଯାଏ…

ଡକାୟତି ଯୋଜନା ପଣ୍ଡ, ୫ ଜଣଙ୍କୁ ବାନ୍ଧିଲା ପୁରୀ ପୋଲିସ

ପୁରୀ: ଡକାୟତି କରିବାକୁ ଯୋଜନା କରୁଥିଲେ । ପହଞ୍ଚିଗଲା ପୋଲିସ । ୫ ଜଣଙ୍କୁ ଗିରଫ କରାଯାଇଛି । ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ପୋଲିସ ଲୁହାପଡା ମଦ ଦୋକାନ ନିକଟରୁ ଏମାନଙ୍କୁ ଗିରଫ କରିଛି । ଜବତ ହୋଇଛି ମାରଣାସ୍ତ୍ର, ଅଫୁଟା ବୋମା ଓ ବାଇକ୍ । ଗିରଫ ଅଭିଯୁକ୍ତମାନେ ହେଲେ ଜଟଣୀ ଥାନା…

ବ୍ରାଉନ୍ ସୁଗାର ଲିଙ୍କ: ୨ କିଙ୍ଗପିନ୍‌ଙ୍କ ସମେତ ୫ ଗିରଫ

ବାଲେଶ୍ୱର: ବାଲେଶ୍ୱରରେ ବଢ଼ିଚାଲିଛି ବ୍ରାଉନ ସୁଗାର କାରବାର । ଏହି ଲିଙ୍କର ଜଳେଶ୍ୱରରୁ ଦୁଇ କିଙ୍ଗପିନ୍‌ଙ୍କ ସମେତ ୫ ଜଣଙ୍କୁ ଉଠାଇନେଇଛି ଏସ୍‌ଟିଏଫ୍ । ଆଜି ସକାଳୁ ମୁନ୍ନା ଓ ସାଜନଙ୍କ ସହ ସେମାନଙ୍କ ୩ ସହଯୋଗୀଙ୍କୁ ଏସ୍‌ଟିଏଫ୍ ଉଠାଇ ନେଇଛି । ବ୍ରାଉନସୁଗର ବିକ୍ରି ମାମଲାରେ ଏମାନଙ୍କ…

IPL ବେଟିଂ ଅଭିଯୋଗ, ୫ ଗିରଫ

ସମ୍ବଲପୁର: ସମ୍ବଲପୁରରେ ଆଇପିଏଲ ବେଟିଂ ଅଭିଯୋଗରେ ୫ ଗିରଫ । ପୁଲିସ ବିଭିନ୍ନ ସ୍ଥାନରେ ଚଢଉ କରି ଏହି ୫ଜଣ ଅଭିଯୁକ୍ତମାନଙ୍କୁ ଗିରଫ କରିଥିବା ଜଣାପଡିଛି।  ଏଥିସହ ଅଭିଯୁକ୍ତଙ୍କଠାରୁ ନଗଦ ୧୫ ହଜାର ୧୫୦ ଟଙ୍କା ଓ ୫ଟି ମୋବାଇଲ ଫୋନ ଜବତ କରିଛି ସମ୍ବଲପୁର ପୋଲିସ । ଗିରଫ ଅଭିଯୁକ୍ତମାନେ…

ଧରାପଡିଲା ଲୁଟେରା ଗ୍ୟାଙ୍ଗ, ଲୁଟରେ ସ୍ତ୍ରୀ କରୁଥିଲେ ସହଯୋଗ

କଟକ: ଦୀର୍ଘ ଦିନ ପରେ କଟକ ଚୌଦ୍ୱାର ପୋଲିସ କବ୍‌ଜାରେ ଧରାପଡିଛି ଏକ ଆନ୍ତଃଜିଲ୍ଲା ଲୁଟେରା ଗ୍ୟାଙ୍ଗ । ଏହି ଗ୍ୟାଙ୍ଗର ୭ ଜଣ ସଦସ୍ୟଙ୍କ ମଧ୍ୟରୁ ୫ ଜଣଙ୍କୁ ପୋଲିସ୍‌ ଧରିଛି। ସେମାନଙ୍କ ନିକଟରୁ ୨୨୦ ଗ୍ରାମ ସୁନା ଅଳଙ୍କାର ୨୩୭ ଗ୍ରାମ ରୂପା ଓ ୨ଟି ଗାଡ଼ି ଜବତ ହୋଇଛି। ହରିହର ସାମଲ, ତାଙ୍କ…

୬୦ କେଜିରୁ ଅଧିକ ଗଞ୍ଜେଇ ଜବତ, ୫ ଗିରଫ

ବାଲିଗୁଡା: ଚୋରା ଚାଲାଣ ବେଳେ ଧରା ପଡ଼ିଲା ବିପୁଳ ପରିମାଣର ଗଞ୍ଜେଇ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୁଲିସ୍ ମହାସିଙ୍ଗ ଅଞ୍ଚଳରୁ ୬୦ କେଜିରୁ ଅଧିକ ଗଞ୍ଜେଇ ଜବତ କରିଛି। ଏଥିସହ ପୋଲିସ ୫ ଗଂଜେଇ ବେପାରୀଙ୍କୁ ଗିରଫ କରିଛି । ଗିରଫ ଗଞ୍ଜେଇ  ବେପାରୀଙ୍କ ମଧ୍ୟରୁ  ଜଣେ ମଧ୍ୟପ୍ରଦେଶ ଅଞ୍ଚଳର…

ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ୮୫୦କେଜି ଜବତ, ୫ ଗିରଫ

କୋରାପୁଟ: ଟ୍ରାକ୍ଟରରେ ଥିଲା ଟ୍ୟାଙ୍କର ଆଉ ଟ୍ୟାଙ୍କର ଭିତରେ ଥିଲା ଗଂଜେଇ । ବେଆଇନ୍ ଭାବେ ଟ୍ୟାଙ୍କରରେ ଗଂଜେଇ ଚାଲାଣ ବେଳେ ଏସଟିଏଫ୍ ହାତରେ ଧରାପଡିଛି । କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ପିତାଗୁଡାରେ ବେଆଇନ୍ ଗଂଜେଇ ଚାଲାଣ କରାଯାଉଥିବା ନେଇ ଏସଟିଏଫକୁ ସୂଚନା ମିଳିଥିଲା । ପରେ ଏସଟିଏଫି…