ବଜ୍ରାଘାତରେ ଗଲା ୫ ଜୀବନ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍ନରେ ବଜ୍ରପାତ ଘଟିବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବଜ୍ରପାତରେ ୧୦ ଜଣ ଗୁରୁତର ହୋଇଥିବା ଜଣାଯାଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଅଛନ୍ତି ।
ସୂଚନା…