Latest Odisha News

BREAKING NEWS

Browsing Tag

5 injured

୧୦ ବର୍ଷ ତଳେ ଜବତ ଦେଶୀ ବନ୍ଧୁକ ପାଇଁ ୫ ଜଣ ମେଡିକାଲରେ ଭର୍ତ୍ତି

ନବରଙ୍ଗପୁର: ବାରହା ମାରି ଫସିଥିଲେ, ଏବେ ପୁଣି ଫସିବେ । ୧୦ ବର୍ଷ ତଳେ ଜବତ ଦେଶୀ ବନ୍ଧୁକ ପାଇଁ ୫ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ମୈଦଲପୁର ସାପ୍ତାହିକ ହାଟରେ । ଦେଶୀ ବନ୍ଧୁକ ସଜାଡ଼ିବା ବେଳେ ବାରୁଦ ଫୁଟିବାରୁ ୫ ଜଣ ଆହତ ହୋଇ ମେଦଲପୁର…

ଗଛ ପଡ଼ି ଭାଙ୍ଗିଲା ଘର, ୫ ଆହତ ମେଡିଭାଲରେ ଭର୍ତ୍ତି

ରାୟଗଡ଼ା: ଗଛ ପଡ଼ି ଘର ଭାଙ୍ଗିବାରୁ ୫ ଜଣ ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ଗରଡ଼ମା ପଞ୍ଚାୟତ ଗରଡ଼ମା ଗାଁରେ ଏହି ଘଟଣା ଘଟିଛି । ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଏକ ଗଛ ପଡିବାରୁ ଗରଡ଼ମା ଗାଁରେ ୪ଟି ଘର ଭାଙ୍ଗିବା ସହ ପାଞ୍ଚ ଜଣ ଆହତ ହୋଇ ରାୟଗଡା ଜିଲ୍ଲା ଚନ୍ଦ୍ରପୁର ମେଡିକାଲରେ…

ନିଆଁ ଆଁରେ ୧୫ ବଖରା ଭସ୍ମ, ୫ ଆହତ

କେନ୍ଦ୍ରାପଡ଼ା/ଭଞ୍ଜନଗର: ବଡ଼ହାଟ ଇମାମବାଡ଼ିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ସମ୍ପୂର୍ଣ୍ଣ ଭାବେ ୮ ବଖରା ପୋଡ଼ିପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ୫ ଜଣ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତ ସମସ୍ତ ୫ ଜଣ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି…

ଜଙ୍କିଆରେ ବୋମା ସହ ଟେକା ପଥର ମାଡ଼, ୫ ଆହତ

ଟାଙ୍ଗି : ଟାଙ୍ଗି ଜଙ୍କିଆ ଥାନା ଓଳସିଂ ପଞ୍ଚାୟତ ଡମଣଭୂମି ଗାଁରେ ଗୋଷ୍ଠୀ ସଂଘର୍ଷ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଉଭୟ ଗୋଷ୍ଠୀ ବୋମାମାଡ଼ ସାଙ୍ଗକୁ ଟେକା ପଥର ମାଡ଼ କରିଛନ୍ତି । ଟେକା ପଥର ମାଡ଼ରେ ୫ ଜଣ ଆହତ ହୋଇଚନ୍ତି । ସମସ୍ତ…