Latest Odisha News

BREAKING NEWS

Browsing Tag

5 States Under Surveillance

୫ଟି ସଂକ୍ରମଣ ପ୍ରବଣ ରାଜ୍ୟର ଫେରନ୍ତାଙ୍କ ଉପରେ ରହିବ ନଜର

ଭୁବନେଶ୍ୱର: ଓଡ଼ିଶାକୁ ୫’f ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଲାଗୁ ହେଲା କଟକଣା । ଏହି ୫ଟି ରାଜ୍ୟ ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଓ ଛତିଶଗଡ଼ । ପୂର୍ବରୁ ୧୨ଟି ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ କୁହାଯାଇଥିଲା । ୭ ଦିନ ହୋମ୍‌ ଆଇସୋଲେସନରେ ରହିବା ବାଧ୍ୟତାମୂଳକ ।…