ଭଦ୍ରକରେ ୫ଟି ସଚିବ ଭି କେ ପାଣ୍ଡିଆନ; ଡ଼ାକ୍ତରଖାନା ପରିଦର୍ଶନ କରି ଭିନ୍ନକ୍ଷମ ପିଲାଙ୍କ ସହ ମଧ୍ୟାହ୍ନ ଭୋଜନ କଲେ
ଭଦ୍ରକ: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ତଥା ରାଜ୍ୟ ସରକାରଙ୍କ ୫ ଟି ସଚିବ ଭି କେ ପାଣ୍ଡିଆନ ମଙ୍ଗଳବାର ଦିନ ଅଚାନକ ଭାବେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି ।
ଭଦ୍ରକସ୍ଥିତ ସେଣ୍ଟର୍ ଫର୍ ରିହାବିଲିଟେସନ ସର୍ଭିସ ଏଣ୍ଡ ରିସର୍ଚ୍ଚ…