କରୋନାର ଲମ୍ବା ଲମ୍ଫ, ଗୋଟିଏ ଦିନରେ ରେକର୍ଡ ୫୨ ହଜାର ପଜିଟିଭ୍
ନୂଆଦିଲ୍ଲୀ: ଦେଶରେ କରୋନାର ଲମ୍ବା ଲମ୍ଫ । ଏକାଥରକେ ୫୨ ହଜାର ପାର୍ । ଗତ ୨୪ ଘଣ୍ଟାରେ ସାମନାକୁ ଆସିଛି ୫୨ ହଜାର ୧୨୩ ନୂଆ ପଜିଟିଭ୍ କେସ୍ । ପ୍ରଥମ ଥର ଏତେ ସଂଖ୍ୟକ ଲୋକ ସଂକ୍ରମିତ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମିଶାଇ ଦେଶରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ପାଖାପାଖି ପହଞ୍ଚି…