ମହିଳାଙ୍କ ଉପରକୁ ଏସିଡ ମାଡ଼
କଟକ: ଆଜି ଭୋରରୁ କଟକ ଜିଲ୍ଲା ତିଗିରିଆ ଥାନା ନୂଆପାଟଣାରେ ଘଟିଛି ଅଭାବନୀୟ ଘଟଣା । ଜଣେ ମହିଳାଙ୍କ ଉପରକୁ ଏସିଡ ମାଡ ହୋଇଛି । ଗୁରୁତର ମହିଳାଜଣକ ହେଲେ ୩୬ ବର୍ଷୀୟା ରୀନା ସାହୁ । ଏସିଡ ଆକ୍ରମଣ କରିଥିବା ଦୁର୍ବୃତ୍ତ ତାଙ୍କ ଘରେ ଲୁଟପାଟ କରିଥିବା ଅଭିଯୋଗ ଆଣିଛନ୍ତି ରୀନା । ତାଙ୍କ…