ରାଜଧାନୀରୁ ୫୫୦ ଗ୍ରାମ୍ ବ୍ରାଉନସୁଗର ଓ ୩୪ ଲକ୍ଷ ଟଙ୍କା ଜବତ, ମହିଳାଙ୍କ ସମେତ ୨ ଗିରଫ
ଭୁବନେଶ୍ୱର: ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗର ରାକେଟର ପର୍ଦ୍ଦାଫାସ । ସହିଦନଗର ଥାନା କେସୁରା ଅଞ୍ଚଳରେ ଘର ଭିତରୁ ଜବତ ହୋଇଛି ୫୫୦ ଗ୍ରାମ ବ୍ରାଉନସୁଗର । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି । ବିଡ଼ା ବିଡ଼ା ନୋଟ୍ ଜବତ କରିଛି ପୋଲିସ ।ସହିଦନଗର ଥାନା ପୋଲିସ ଓ କୁଇକ୍…