Latest Odisha News

BREAKING NEWS

Browsing Tag

59 New Covid Positive

କରୋନା ସେକେଣ୍ଡ ଓ୍ୱେଭରେ ଓଡ଼ିଶାରୁ ୨୨ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭରେ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ରେକର୍ଡ ସ୍ତର ଛୁଇଁଛି । ଏହି ସମୟରେ ଅଧିକ ଡାକ୍ତର ବି ପ୍ରାଣ ହରାଇଛନ୍ତି । ଦେଶରେ ମୋଟ୍ ୫୯୪ ଡାକ୍ତରଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ମୃତକଙ୍କ ଭିତରେ ଓଡ଼ିଶାରୁ ୨୨ ଜଣ ଡାକ୍ତର ଅଛନ୍ତି । ଇଣ୍ଡିଆନ୍ ମେଡିକାଲ୍…

ରାଜ୍ୟରୁ ୨୪ ଘଣ୍ଟାରେ ୫୯ କରୋନା ପଜିଟିଭ୍, ସୁନ୍ଦରଗଡ଼ରୁ ସର୍ବାଧିକ ୯ ନୂଆ ଆକ୍ରନ୍ତ

ଭୁବନେଶ୍ୱର: ଦେଶରେ ଦୈନିକ କରୋନା ସଂକ୍ରମଣ ବଢୁଥିବା ବେଳେ ଓଡ଼ିଶାରେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ଶହେ ଭିତରେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୪ଟି ।…

ରାଜ୍ୟରେ ୬୦ ତଳକୁ ଖସିଲା ଦୈନିକ କରୋନା କେସ୍, ଅଧା ଓଡ଼ିଶାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫ଟି । ୧୫ ଜିଲ୍ଲାରୁ ଚିହ୍ନଟ…