ମାର୍ଚ୍ଚ ୨୦୨୩ ସୁଦ୍ଧା ନୂଆ ବସ ଟର୍ମିନାଲ
ଭୁବନେଶ୍ୱର: ବରମୁଣ୍ଡା ସ୍ଥିତ ଆନ୍ତ ରାଜ୍ୟ ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ସଚିବ ଭି. କେ. ପାଣ୍ଡିଆନ ।
ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଆନ୍ତ ରାଜ୍ୟ ବସ ଟର୍ମିନାଲରେ ପ୍ରତିଦିନ ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ ଚଳା ଚଳ ହୋଇଥାଏ । ଏହା ଏକ…