Latest Odisha News

BREAKING NEWS

Browsing Tag

5T Secretary V K Pandian

ମାର୍ଚ୍ଚ ୨୦୨୩ ସୁଦ୍ଧା ନୂଆ ବସ ଟର୍ମିନାଲ

ଭୁବନେଶ୍ୱର: ବରମୁଣ୍ଡା ସ୍ଥିତ ଆନ୍ତ ରାଜ୍ୟ ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି  5T ସଚିବ ଭି. କେ. ପାଣ୍ଡିଆନ  । ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଆନ୍ତ ରାଜ୍ୟ ବସ ଟର୍ମିନାଲରେ ପ୍ରତିଦିନ  ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ  ଚଳା ଚଳ  ହୋଇଥାଏ  । ଏହା ଏକ…

ନୂତନ ବିଏମସି ବିଲଲ୍ଡିଂ ଏବଂ ଓ’ହବ୍ ପ୍ରକଳ୍ପ ପରିଦର୍ଶନ କରି ସମୀକ୍ଷା କରିଛନ୍ତି ୫ଟି ସଚିବ

ଭୁବନେଶ୍ୱର:  ନିର୍ମାଣାଧୀନ ନୂତନ ବିଏମସି ବିଲ୍ଡିଂ ଏବଂ ଓ ’ ହବ୍ ପରିଦର୍ଶନ କରି ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ସତ୍ୟନଗରଠାରେ ନିର୍ମାଣାଧୀନ ନୂତନ ବିଏମସି ବିଲ୍ଡିଂ ଏବଂ ଓ ’ ହବ୍ ନିର୍ମାଣ କାର୍ଯ୍ୟର…

ଆଜି ନୃସିଂହନାଥ ମନ୍ଦିର ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ

ବରଗଡ଼: ରାଜ୍ୟ ସରକାରଙ୍କ ଫୋକସରେ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳୀର ବିକାଶ । ଆଜି ପଶ୍ଚିମ ଓଡ଼ିଶାର ଅନ୍ୟତମ ପ୍ରମୁଖ ସ୍ଥାନ ବରଗଡ଼ ଜିଲ୍ଲା ପାଇକମାଲ ସ୍ଥିତ ଗଙ୍ଗା ନୃସିଂହନାଥ ମନ୍ଦିର ପୀଠ ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ।…

ଖୁବ୍‌ଶୀଘ୍ର ୨ ହଜାରରୁ ଅଧିକ ଡାକ୍ତର ଓ ଦନ୍ତ ଚିକିତ୍ସକ ପଦବୀ ପୂରଣ ହେବ

ଭୁବନେଶ୍ୱର : ସ୍ୱାସ୍ଥ୍ୟସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସୁଛନ୍ତି । ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ରାଜ୍ୟର ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମିର ସମୀକ୍ଷା କରି ଏହା…

ଏପ୍ରିଲରୁ ଆରମ୍ଭ ହେବ ବିଶ୍ୱର ସର୍ବବୃହତ୍ ହକି‌ ଷ୍ଟାଡିୟମ ନିର୍ମାଣ କାମ

ରାଉରକେଲା : ଏପ୍ରିଲରୁ ଆରମ୍ଭ ହେବ ଷ୍ଟାଡିୟମ ନିର୍ମାଣ କାମ । ରାଉରକେଲା ସହରରେ ନିର୍ମାଣ ହେବ ଦେଶର ସର୍ବ ବୃହତ ହକି ଷ୍ଟାଡିୟମ । ଏହାର କାମ ଆସନ୍ତା ଏପ୍ରିଲ ମାସରୁ ଆରମ୍ଭ ହେବ । ମାତ୍ର ଏକ ବର୍ଷ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି ସ୍ଥିର ହୋଇଛି । ୧୦ରୁ ୧୫ ଏକର ଜମିରେ…

କେନ୍ଦ୍ରାପଡ଼ା ଜିଲ୍ଲାରେ ନଦୀ ଭିତ୍ତିକ ବନ୍ଦର ପ୍ରତିଷ୍ଠା ଯୋଜନାର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଓ ପାରାଦୀପ ଗସ୍ତରେ ଯାଇଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଓ 5T ସଚିବ ଭି. କେ. ପାଣ୍ଡିଆନ୍ । ତାଙ୍କ ସହ ପରିବହନ କମିଶନର ବି ଅଛନ୍ତି । ପାରାଦୀପ ପଟରୁ ଏକ ବୋଟେ ଯୋଗେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳିରେ ପ୍ରସ୍ତାବିତ ନଦୀ…