କଟକରେ ଉନ୍ନତିକରଣ ପ୍ରକଳ୍ପର ତଦାରଖ କଲେ 5T ସଚିବ
କଟକ: ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ଉନ୍ନତିକରଣ କାମର ସମୀକ୍ଷା କରିଛନ୍ତି 5T ସଚିବ ଭି. କେ. ପାଣ୍ଡିଆନ୍ । ଆଜି ଭୋରରୁ ସେ କଟକରେ ପହଞ୍ଚିଥିଲେ । କଟକରେ ଚାଲିଥିବା ସମ୍ପ୍ରସାରଣ ଓ ଉନ୍ନତିକରଣ ଅଗ୍ରଗତିର ତଦାରଖ କରିଥିଲେ 5T ସଚିବ ।
ଭେରରୁ ଛତ୍ରବଜାର ଗସ୍ତ କରିଥିଲେ ଭି. କେ.…