Latest Odisha News

BREAKING NEWS

Browsing Tag

5T Secretary

ରୂପାନ୍ତର ହେବ ୧୭୭୧ ହାଇସ୍କୁଲ; ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକଙ୍କ ସହ 5T ସଚିବଙ୍କ ଆଲୋଚନା

ଭୁବନେଶ୍ୱର: ମୋ ସ୍କୁଲ ଅଧିନରେ ରାଜ୍ୟରେ ଏପର୍ଯ୍ୟନ୍ତ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତରଣ କାମ ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟ ରୁପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲ ଗୁଡିକରେ ରୂପାନ୍ତର କାମ ଶେଷ କରିବା…

5T ସଚିବ ଭି. କେ ପାଣ୍ଡିଆନଙ୍କ ଜଗତସିଂହପୁର ଗସ୍ତର ଦ୍ଵିତୀୟ ଦିନ , ଅନେକ ଉନ୍ନତି ମୂଳକ କାର୍ଯ୍ୟର କରିବେ ସମୀକ୍ଷା

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଗସ୍ତରେ 5T ସଚିବ ଭି. କେ ପାଣ୍ଡିଆନ । 5T ସଚିବ ଭି. କେ ପାଣ୍ଡିଆନଙ୍କ ଗସ୍ତର ଆଜି ୨ୟ ଦିନ । ୨ୟ ଦିନରେ ଜଗତସିଂହପୁର ସଦର ମହକୁମାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ଚିକିତ୍ସାଳୟର ସମସ୍ୟା ଉପରେ ଅଧିକାରୀ ମାନଙ୍କ ସହିତ ସବିଶେଷ ଆଲୋଚନା…

ବିରୋଧୀଙ୍କୁ ନବୀନଙ୍କ ଜବାବ, ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କ ଅଡିଓ ବାର୍ତ୍ତା ଶୁଣାଇଲେ ପାଣ୍ଡିଆନ୍

ବରଗଡ଼: ବରଗଡ଼ରୁ ବିରୋଧୀଙ୍କୁ ଜବାବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ନେଇ ବିରୋଧୀ ପ୍ରଶ୍ନ କରୁଥିବା ବେଳେ ମଞ୍ଚରେ ପାଣ୍ଡିଆନ୍ ନବୀନଙ୍କ ଅଡିଓ ବାର୍ତ୍ତା ଶୁଣାଇ ଜବାବ ରଖିଛନ୍ତି । ଆଜି ବରଗଡ଼ ଗସ୍ତ ବେଳେ ନିଶାମଣି ହାଇସ୍କୁଲ୍ ପଡ଼ିଆ କାର୍ଯ୍ୟକ୍ରମରେ…

ଦୈତ ନଗରୀ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପ୍ରକ୍ରିୟା ଆରମ୍ଭ, କ୍ଷେତ୍ର ପରିଦର୍ଶନ କଲା ସଚିବ ସ୍ତରୀୟ…

ରାଜଧାନୀ ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଶନିବାର ସକାଳ ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନ ବନ୍ଦର ଛକରୁ ସଚିବ ସ୍ତରୀୟ କମିଟି ତାର କ୍ଷେତ୍ର ପରିଦର୍ଶନ ଆରମ୍ଭ କରିଥିଲା । ସଚିବ ସ୍ତରୀୟ କମିଟିରେ ମୁଖ୍ୟ…

କୋଭିଡ୍ କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ପାଇଁ ଆସିବ ସ୍ୱତନ୍ତ୍ର ନୀତି: 5T ସଚିବ

ଭୁବନେଶ୍ୱର: 5T ସଚିବ ଭିକେ ପାଣ୍ଡିଆନ୍ ଆଜି ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ କରିଛନ୍ତି । ଗସ୍ତ ଅବସରରେ 5T ସଚିବ ପାଣ୍ଡିଆନ୍ ଶିଳ୍ପଦ୍ୟୋଗୀ ଓ, କର୍ମଚାରୀ ଓ ସ୍ଥାନୀୟ ଲୋଙ୍କ ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T…

ବଦଳିବ ପୁରୀ ଲୋକନାଥ ମନ୍ଦିର ପୀଠର ଦୃଶ୍ୟ

ପୁରୀ : ଖୁବଶୀଘ୍ର ପୁରୀ ଲୋକନାଥ ମନ୍ଦିରର କରାଯିବ ଉନ୍ନତି କରଣ ଓ ସୌନ୍ଦର୍ଯ୍ୟ କରଣ। ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ  ଆଗେଇ ଚାଲିଥିବା ବେଳେ ପ୍ରସିଦ୍ଧ ଶୈବପୀଠ ଲୋକନାଥ ମନ୍ଦିରର ଉନ୍ନତିକରଣ ଓ…

କଟକ ବଡ଼ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା କଲେ 5T ସଚିବ

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜ କେବଳ ଓଡ଼ିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା…

ଜଗନ୍ନାଥ ଷ୍ଟାଡିୟମ ନିର୍ମାଣ ସମୀକ୍ଷା କଲେ 5T ସଚିବ

ପୁରୀ : ଶ୍ରୀକ୍ଷେତ୍ରରେ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି 5ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିୟାନ । ନିର୍ମାଣସ୍ଥଳ ପରିଦର୍ଶନ କରିବା ସହ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି । ଡିସେମ୍ବର ମାସ ଶେଷ ସୁଦ୍ଧା ନିର୍ମାଣ କର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଠିକାଦାର…

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ରାଉରକେଲା : ରାଉରକେଲାରେ ବିଭିନ୍ନ ଉନ୍ନୟନୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ଅବସରରେ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ, ଫୁଟବଲ‌୍‍…

ସୁନ୍ଦରଗଡ଼ରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ

ଭୁବନେଶ୍ବର : ସୁନ୍ଦରଗଡ଼ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ଅବସରରେ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ…