Latest Odisha News

BREAKING NEWS

Browsing Tag

5t

ଭୁବନେଶ୍ୱରରେ ସୁଧୁରିବ ଟ୍ରାଫିକ ସମସ୍ୟା ! ସ୍ଥିତି ଅନୁଧ୍ୟାନ କଲେ 5T ସଚିବ

ଭୁବନେଶ୍ୱର: ରାଜଧାନୀରେ ଲୋକସଂଖ୍ୟା ସହ ଦିନକୁ ଦିନ ବୃଦ୍ଧି ପାଉଛି ଗାଡ଼ି ମୋଟର ସଂଖ୍ୟା । ଫଳରେ ସହରରେ ଟ୍ରାଫିକ୍ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ରୂପେ ମୁଣ୍ଡ ଟେକିଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ…

୧୦ ଶ୍ରେଣୀକୁ ୭ ଜଣ ସାର୍, 5T ଅଧିନରେ ରୂପାନ୍ତରିତ ହାଇସ୍କୁଲରେ ତାଲା ପକାଇଲେ ଅଭିଭାବକ

ସୋନପୁର: ପିଲାଙ୍କୁ ଉନ୍ନତମାନର ଶିକ୍ଷାଦାନ ପାଇଁ ସରକାର 5T ଅଧିନରେ ହାଇସ୍କୁଲ ଗୁଡ଼ିକର ରୂପାନ୍ତରଣ କରୁଛନ୍ତି । କିନ୍ତୁ ଶ୍ରେଣୀ ଓ ପିଲା ସଂଖ୍ୟା ଅନୁଯାୟୀ ଶିକ୍ଷକ ନାହାନ୍ତି । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଥିବା ପୁଞ୍ଜିଭୂତ ଅସନ୍ତୋଷ ଉଗ୍ର ରୂପ ନେଇଛି । ସୁବର୍ଣ୍ଣପୁର ଜିଲ୍ଲା…

5T ଅଧିନରେ ଗୁଣୁପୁରର ପୁରାତନ ମନ୍ଦିରର ସୌନ୍ଦର୍ଯ୍ୟକରଣ କରିବାକୁ ଦାବି

ଗୁଣୁପୁର: ରାଜ୍ୟ ସରକାର ପୁରାତନ ଧର୍ମାନୁଷ୍ଠାନ ଗୁଡ଼ିକର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ 5T ଅଧିନରେ କରୁଛନ୍ତି । ଯାହାକୁ ସମସ୍ତେ ପ୍ରଶଂସା କରୁଛନ୍ତି । ରାୟଗଡ଼ା ଜିଲ୍ଲା ଗୁଣୁପୁରରେ ଥିବା ପୁରାତନ ଧର୍ମାନୁଷ୍ଠାନର ସୌନ୍ଦର୍ଯ୍ୟକରଣ 5T ଅଧିନରେ କରିବାକୁ ଦାବି ହୋଇଛି । ଏନେଇ ଗୁଣୁପୁର ପ୍ରେସ…

5 T ରେ ଯୋଡି ହେଲା ନୂଆ T ଟୁର୍

ଭୁବନେଶ୍ବର: ନୂଆ ମନ୍ତ୍ରୀମଣ୍ଡଳ ଗଠନ ପରେ ସମସ୍ତ ମନ୍ତ୍ରୀଙ୍କୁ ନବୀନ ନିବାସ ଡକାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମାନଙ୍କୁ ଗୁରୁ ମନ୍ତ୍ର ଦେଇଛନ୍ତି । 2024 ନିର୍ବାଚନ ପୂର୍ବରୁ ସରକାରଙ୍କ ସଫଳତାକୁ ଲୋକଙ୍କ ନିକଟରେ ପହଁଚାଇବା ପାଇଁ ମନ୍ତ୍ରୀମାନେ ମୋ ସରକାର ଅଧିନରେ ଏବେ 6ଟି…

ଶୁକ୍ରବାର ଗଞ୍ଜାମର ୨୩୦ଟି ରୂପାନ୍ତରିତ ବିଦ୍ୟାଳୟକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ଦ୍ବିତୀୟ ପର୍ଯ୍ୟାୟ ୫-ଟି ବିଦ୍ୟାଳୟ ରୂପାନ୍ତରଣର ଲୋକାର୍ପଣ ଉତ୍ସବ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀରେ ଜିଲାର ୨୩୦ଟି ବିଦ୍ୟାଳୟରେ ରୂପାନ୍ତରଣର ଲୋକାର୍ପଣ କରିବେ । ଜିଲା ସ୍ତରୀୟ ଲୋକାର୍ପଣ ଉତ୍ସବ ବ୍ରହ୍ମପୁର…

ଗାନ୍ଧୀ ଜୟନ୍ତୀରୁ ଅନଲାଇନରେ ହେବ ସବୁ ସରକାରୀ ସେବା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨ ତଥା ଗାନ୍ଧୀ ଜୟନ୍ତୀରୁ ସମସ୍ତ ସରକାରୀ ସେବା ଅନ୍ଲାଇନ୍ରେ ଉପଲବ୍ଧ ହେବ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟିରେ ୮ଟି ବୈଷୟିକ କୌଶଳର ଶୁଭାରମ୍ଭ କରିଛନ୍ତି। ସରକାରୀ ସେବା ପାଇଁ ଆଉ ଅଫିସ ଆସିବାକୁ ପଡ଼ିବ ନାହିଁ । ଗୃହ, ସାଧାରଣ ପ୍ରଶାସନ ଓ…