ରାଜ୍ୟରେ ଆଜି ୬୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୩୩୮୨୫୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା…