୨୪ ଘଣ୍ଟାରେ ଦେଶରେ ୨,୮୪୧ କୋଭିଡ୍-୧୯ ଆକ୍ରାନ୍ତ; ୯ଜଣ ମୃତ
ଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି ପାଇ ୩ ହାଜର ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୪୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ…