ରାଜ୍ୟରେ ୯ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୦୮ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ୯ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ଦୈନିକ ସଂକ୍ରମଣ ସ୍ଥିର ରହିଛି । ପ୍ରତିଦିନ ଚିହ୍ନଟ ହେଉଛନ୍ତି ୩-୪ ହଜାର ଭିତରେ ନୂଆ ଆକ୍ରାନ୍ତ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୪୦୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୯ଶହ ୪୩ ଓ…