ଆଖି ବୁଜିଲେ ଆଉ ୯ ସଂକ୍ରମିତ, ୭୧୦ରେ ପହଂଚିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ହେଲାଣି କରୋନା ସ୍ଥିତି । ଦିନକୁ ଦିନ ବିଗିଡିବାରେ ଲାଗିଛି । ଗତ ୨୪ ଘଂଟାରେ କରୋନା ନେଇଛି ଆଉ ୯ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…