Latest Odisha News
Browsing Tag

90 New Positive in BBSR

ଭୁବନେଶ୍ୱରରେ ଆଉ ୯୦ ପଜିଟିଭ, ୨୪ ସୁସ୍ଥ

ଭୁୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ପୁଣି ଆଉ ୯୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ଗୋଟିଏ ଦିନରେ ସର୍ବାଧିକ । ୯୦ ଜଣଙ୍କ ମଧ୍ୟରୁ ୬୩ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଏଥିସହ ୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ…