Latest Odisha News

BREAKING NEWS

Browsing Tag

9th class open

ଆସନ୍ତାକାଲିଠୁ ନବମ ଓ ଏକାଦଶ ଶ୍ରେଣୀ ପାଇଁ ଖୋଲିବ ସ୍କୁଲ

ଭୁବନେଶ୍ବର : ଆସନ୍ତାକାଲିଠାରୁ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ । ଶ୍ରେଣୀଗୃହରେ ପୁଣି ଥରେ ପାଠ ପଢ଼ିବେ ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀ । ଏହାର ଚୂଡ଼ାନ୍ତ ପ୍ରସ୍ତୁତିକୁ ନେଇ ଭୁବନେଶ୍ବର ଉତ୍କଳ ବିଶ୍ବବିଦ୍ୟାଳୟ ସ୍କୁଲ ପରିଦର୍ଶନ କରିଥିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ…

ଆସନ୍ତା ୮ରୁ ଖୋଲିବ ନବମ ଓ ଏକାଦଶ ଶ୍ରେଣୀ

ଭୁବନେଶ୍ୱର: ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ନବମ ଓ ଏକାଦଶ ଶ୍ରେଣୀର ପାଠପଢା । ଜାନୁଆରୀ ୮ ତାରିଖରୁ ଦଶମ ଓ ଦ୍ବାଦଶ ଶ୍ରେଣୀ ପାଠ ପଢା ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । କରୋନା ଯେଗୁଁ…