Latest Odisha News

BREAKING NEWS

Browsing Tag

A Fire Broke Out

ମୟୂରଭଞ୍ଜ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ଔଷଧ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ଥିବା ଔଷଧ ଷ୍ଟୋର ରୁମରେ ଗତକାଲି ରାତି ପ୍ରାୟ ୮ଟା ସମୟରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି । ଷ୍ଟୋର ରୁମଟି ବନ୍ଦ ଥିବାବେଳେ ଭିତର ପଟୁ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ପରେ ନିଆଁର ପ୍ରକୋପ…

ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ; ଅନେକ ଦୂର ପର୍ଯ୍ୟନ୍ତ ଦିଶୁଛି ନିଆଁ

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ଦିଲ୍ଲୀର ନଏଡା ସୀମାବର୍ତ୍ତୀ ଏକ ପାର୍କରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ସୋସିଆଲ ମିଡିଆରେ ଏହାର ଭୟଙ୍କର ଦୃଶ୍ୟକୁ ଅନେକ ୟୁଜର୍ସ ଟୁଇଟ କରିଛନ୍ତି । ଭିଡିଓରେ ଦେଖିବାକୁ ମିଳିଛି ସାରା ଆକାଶ ଧୂଆଁମୟ ହୋଇଯାଇଛି । ଅନେକ ଦୂର ପର୍ଯ୍ୟନ୍ତ ଏହି ଦୃଶ୍ୟ ଦେଖିବାକୁ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ଜୀବନ୍ତ ଦଗ୍ଧ, ୩୦ ଗୁରୁତର

ନୋମ ପେହ୍ନ:କାମ୍ବୋଡିଆର ପୋଇପେଟ ସ୍ଥିତ କାମ୍ବୋଡ଼ିଆ ସିଟି ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି ।ଅଗ୍ନିକାଣ୍ଡରେ ୧୦ ଜଣ ଜୀବନ୍ତ ଜଳି ଯାଇଥିବା କୁହାଯାଉଛି । ପ୍ରାୟ ୫୦ ଜଣ ନିଆଁ ଭିତରେ ଫସି ରହିଛନ୍ତି । ୩୦ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ଦମକଳବାହିନୀ…

ମୁମ୍ୱାଇର କେମିକାଲ୍‌ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ୧୦ ଅଗ୍ନିଶମ ଗାଡ଼ି ନିୟୋଜିତ

ମୁମ୍ୱାଇ: ମହାରାଷ୍ଟ୍ର ନଭି ମୁମ୍ୱାଇର ତଲୋଜା ଠାରେ ଥିବା ଏକ କେମିକାଲ୍‌ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ ଲାଗିଛି । ନିଆଁ ଲିଭାଇବା ପାଇଁ ପାଖାପାଖି ୧୦ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହେଇଥିବା ଖବର ମିଳିଛି । ତଲୋଜା ଅଗ୍ନିଶମ କେନ୍ଦ୍ରର ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ପାଖାପାଖି ୧୧ଟା…