ଆଦିତ୍ୟ ଠାକରେ କରୋନା ପଜିଟିଭ୍
ମୁମ୍ବାଇ : ଶିବସେନା ନେତା ତଥା ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ପଜିଟିଭରେ ସଂକ୍ରମିତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଆଦିତ୍ୟ ଠାକରେ । ପରୀକ୍ଷା ରପୋର୍ଟରେ ସେ କରୋନା ସଂକ୍ରମିତ ଥିବା ସୂଚନା ଦେଇଛନ୍ତି ।
ସେହିପରି ତାଙ୍କ ସଂସ୍ପର୍ଶରେ ଆସିଥିବା…