Latest Odisha News
Browsing Tag

aap odisha

ପୁଞ୍ଜପତି ବନ୍ଧୁଙ୍କୁ ସହଯୋଗ କରୁଛନ୍ତି ମୋଦୀ , ସିବିଆଇ ଏବଂ ଇଡି ତଦନ୍ତ ଦାବି କଲା ଆପ୍ ।

ଭୁବନେଶ୍ୱର : ଦିଲ୍ଲୀରେ ଅପରେସନ ଲୋଟସ୍ ଫେଲ ହେବା ପରେ ବିଜେପିକୁ ସିରିଏଲ୍ କିଲର କହିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ।ଏହାପରେ ଆଜି ପ୍ରେସ ମିଟ କରି ରାଜ୍ୟ ଆପ୍ ସଭାପତି ନିଶିକାନ୍ତ ମହାପାତ୍ର ବିଜେପି ସରକାର ଓ ମୋଦୀ ସରକାରଙ୍କ ଉପରେ ଅନେକ ଅଭିଯୋଗ ଲଗାଇଛନ୍ତି  । ଆପ୍…

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟକୁ ଆପର ବିରୋଧ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶିକ୍ଷା ନୀତିକୁ ନେଇ ନିଜର ମତ ପରେ ଏହାକୁ ବିରୋଧ କରିଛି  ଆମ ଆଦମୀ ପାର୍ଟି  । ଏକ ସାକ୍ଷାତକାର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ନୀତିକୁ ନେଇ ନିଜର ମତ ରଖିଥିଲେ  । ଏଥିରେ…

ସମଦୂରତ୍ୱ ନୁହେଁ ସମର୍ପଣର ରାଜନୀତି ଚାଲିଛି

ଭୁବନେଶ୍ୱର : ଏନଡିଏରେ ସାମିଲ୍ ପାଇଁ ବିଜେଡିକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ୱାନ ପରେ ରାଜ୍ୟରେ ରାଜନୀତି ଜୋର୍ ଧରିଛି  । ଏହି ପ୍ରସଙ୍ଗରେ ବିଜେଡି ବିଧାୟକ ଦେବୀ ମିଶ୍ର ଓ ବିଜେପି ବିଧାୟକ ତଥା ବିରୋଧି ଦଳ ନେତା ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି  । ଓଡ଼ିଶାରେ ବିଜେପି –ବିଜେଡିର…

ମେକ୍ ଇଣ୍ଡିଆ ନମ୍ବର ୧ ମିଶନକୁ ଓଡ଼ିଶାରେ କାର୍ଯ୍ୟକାରୀ କରିବ ଆପ୍

ଭୁବନେଶ୍ବର: ଓଡିଶାରେ ଏକ ବିକଳ୍ପ ରାଜନୀତି କରିବା ସହ ପରିବର୍ତ୍ତନ ଆଣିବାକୁ  ଆମ୍ ଆଦମୀ ପାର୍ଟି ରଣନୀତି ପ୍ରସ୍ତୁତ କରୁଛି ।  ଆମ୍ ଆଦମୀ ପାର୍ଟି ଓଡ଼ିଶାର ରାଜ୍ୟସ୍ତରୀୟ କର୍ମୀ ସମ୍ମିଳନୀ  ଆସନ୍ତା ୨୧ ଅଗଷ୍ଟରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁଯାଉଛି । ଏହି କର୍ମୀସମ୍ମିଳନୀରେ …