Latest Odisha News

BREAKING NEWS

Browsing Tag

AAP

କେଉଁଠି ବନ୍ଧୁ ତ କେଉଁଠି ଶତ୍ରୁ, ଛତିଶଗଡ଼ରେ ହାତ ଭାଙ୍ଗିଦେଵ ଝାଡୁ!

ଭୁବନେଶ୍ୱର: ଗୋଟିଏ ପଟେ ମିଳନର କଥା ଅନ୍ୟପଟେ ଲଢ଼େଇର ଯୋଜନା। ନିର୍ବାଚନ ପାଖେଇ ଆସୁଥିବାରୁ ବିରୋଧୀ ଇଣ୍ଡିଆ ମଧ୍ୟରେ ଏମିତି କିଛି ଲଢେଇ ମଧ୍ୟ ଦେଖିବାକୁ ମିଳୁଛି। ମୋଦିଙ୍କ ନେତୃତ୍ୱରେ ଶାସନରେ ଥିବା ଏନଡିଏକୁ ହଟାଇବା ପାଇଁ ବିରୋଧୀ ମେଣ୍ଟ ଇଣ୍ଡିଆର ବିରୋଧୀ ଏକାଠି ହୋଇଛନ୍ତି। ସେପଟେ…

‘ଦିଲ୍ଲୀ ବିଲ’, ହାରିକି ବି ଜିତିଲେ ବିରୋଧୀ!

ଭୁବନେଶ୍ୱର: ଦିଲ୍ଲୀ ସର୍ଭିସ ବିଲ ପ୍ରସଙ୍ଗରେ ବିରୋଧୀ ବିଫଳ ହୋଇଥିଲେ ମଧ୍ୟ ଏହାକୁ ନେଇ ରାଜନୀତି ଆହୁରି ତୀଵ୍ର ହେବାରେ ଲାଗିଛି। ରାଜ୍ୟସଭାରେ ଦିଲ୍ଲୀ ସର୍ଭିସ ବିଲକୁ ରୋକିବା ପାଇଁ ବିରୋଧୀ ଦଳଗୁଡ଼ିକ ଏକାଠି ହୋଇଥିଲେ ମଧ୍ୟ ସଫଳ ହୋଇପାରିନାହାନ୍ତି। ବିଲ ସପକ୍ଷରେ ୧୩୧ ଖଣ୍ଡ ଭୋଟ…

ଆପ ଚାପରେ, କଂଗ୍ରେସ ଚେପା !

ଭୁବନେଶ୍ୱର: ବିରୋଧୀ ଦଳଗୁଡିକର ଦ୍ଵିତୀୟ ବୈଠକ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଛି। ଏହି ବୈଠକର ନେତୃତ୍ୱ କଂଗ୍ରେସ ନେଉଥିବାରୁ ଦଳ ବେଶ ତତ୍ପର ହୋଇଛି। ସେଥିପାଇଁ କିଭଳି ବିରୋଧୀ ମାନେ ଗୋଟିଏ ମଞ୍ଚରେ ପୁଣିଥରେ ଏକାଠି ହେବେ ସେଥିପାଇଁ ଉଦ୍ୟମ ଜୋରଦାର ହେଉଛି। ପାଟନା ବୈଠକରେ ବିରୋଧୀ…

ସମସ୍ତେ ନିଜ ସ୍ୱାର୍ଥ ଦେଖୁଛନ୍ତି, ଏକାଠି ହୋଇପାରିବେନି ବିରୋଧୀ !

ଭୁବନେଶ୍ୱର: ଦ୍ଵିତୀୟ ବିରୋଧୀ ଏକତା ବୈଠକ ପୂର୍ବରୁ ବିରୋଧୀଙ୍କ ମଧ୍ୟରେ କେଁ ପଶିଛି। ଚଳିତ ମାସ ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ବିରୋଧୀଙ୍କ ବୈଠକ ହେବାକୁ ଥିବାବେଳେ କଂଗ୍ରେସ ଆମ ଆଦମୀ ପାର୍ଟିକୁ ବୈଠକରେ ଯୋଗ ଦେବାକୁ ନିମନ୍ତ୍ରଣ କରିଛି। କିନ୍ତୁ ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ…

କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସୁପ୍ରିମକୋର୍ଟ ଗଲେ କେଜ୍ରିୱାଲ୍, ୩ରେ ଜାଳିବେ କପି

ନୂଆଦିଲ୍ଲୀ: ଦିଲ୍ଲୀରେ ଅଧିକାରୀଙ୍କ ନିଯୁକ୍ତି ଓ ସ୍ଥାନାନ୍ତରଣକୁ ନେଇ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ । ଶୁକ୍ରବାର ଦିଲ୍ଲୀ ସରକାର ଅଧ୍ୟାଦେଶ ବିରୋଧରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । କେନ୍ଦ୍ର ଆଣିଥିବା ଅଧ୍ୟାଦେଶ ଅସାମ୍ବିଧାନିକ ଏବଂ ଏହା…

ବିଜେପିକୁ ହରାଇବା ବାଟ ପାଇଗଲେ ବିରୋଧୀ !

ଭୁବନେଶ୍ୱର: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ବିରୋଧୀ ଶକ୍ତି ଏକାଠି ହୋଇଛନ୍ତି। ଦେଶର ୧୫ ଟି ବିରୋଧୀ ଦଳର ମୁଖିଆମାନେ ପାଟନାରେ ଏକାଠି ହୋଇ ରଣନୀତି ପ୍ରସ୍ତୁତ କରିଛନ୍ତି। ବିଜେପିକୁ ଶାସନରୁ ହଟାଇବା ପାଇଁ ଫର୍ମୁଲା କଣ ହେବ, ସିଟ ବୁଝାମଣା କେଉଁ ଭିତ୍ତିରେ ହେବ ଏ ସବୁ…

ବିରୋଧୀଙ୍କ ବୈଠକ ପୂର୍ବରୁ ତେଜିଲା ରାଜନୀତି, ପ୍ରଧାନମନ୍ତ୍ରୀ ପଦ ପାଇଁ ରାହୁଲ କେଜରିୱାଲ ଲଢେଇ!

ଭୁବନେଶ୍ୱର: ରାତି ପାହିଲେ ବହୁ ପ୍ରତୀକ୍ଷିତ ବିରୋଧୀ ଦଳଗୁଡିକର ବୈଠକ ହେବ। ଏଥିପାଇଁ ବିହାରର ପାଟନା ଚଳଚଞ୍ଚଳ ହୋଇଉଠିଛି।ବିଜେପି ବିରୋଧରେ ଏକାଠି ହେବେ ୧୭ ରୁ ଅଧିକ ବିରୋଧୀ ଦଳ। କଂଗ୍ରେସ, ଆମ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି, ଟିଏମସି, ଉଦ୍ଧବ ଗୋଷ୍ଠୀ ଶିବସେନା ସମେତ ପ୍ରମୁଖ…

ଖେଳ ଖେଳିଲେ କେଜରିୱାଲ !

ଭୁବନେଶ୍ୱର: ପାଟନାରେ ବିରୋଧୀ ଏକତା ବୈଠକ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ଼ ରାଜନୈତିକ ଗୋଟି ଚଳାଇଛନ୍ତି। ବିରୋଧୀ ଏକତା ବୈଠକ ପୂର୍ବରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀ ପାଇଁ ଅଣାଯାଇଥିବା ଅଧ୍ୟାଦେଶ ପ୍ରସଙ୍ଗରେ ସବୁ ବିରୋଧୀଙ୍କୁ ଚିଠି ଲେଖିଛନ୍ତି…

‘୨୪ ରେ ଜିତିଲେ ମୋଦି ଆଉ ଛାଡିବେନି କ୍ଷମତା’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନେଇ ଆମ ଆଦମୀ ପାର୍ଟି ଏକ ବଡ଼ ମନ୍ତବ୍ୟ ରଖିଛି। ନିର୍ବାଚନ ପୂର୍ବରୁ ବିରୋଧୀ ଏକତାର କଥା କୁହାଯାଉଥିବା ବେଳେ ଆପ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛି। ବିରୋଧୀ ଦଳଗୁଡିକ ଏକାଠି ହୋଇ ଯଦି ୨୦୨୪ ଲୋକସଭା ନିର୍ବାଚନ ନ ଲଢନ୍ତି ତେବେ ଆଗକୁ ଦେଶରେ ଆଉ…

ଚତୁର୍ଥ ପାସ୍ ରାଜାଙ୍କୁ ବୁଝା ପଡ଼ୁନି ଦେଶ କେମିତି ଚଳାଇବେ ?: ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ଦିଲ୍ଲୀର ରାମଲୀଳା ମୈଦାନରେ ଆମ୍ ଆଦମୀ ପାର୍ଟି ମହାରାଲି ଆରମ୍ଭ କରିଛି । ମହାରାଲିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ କହିଛନ୍ତି, ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ ଜନତା ଦିଲ୍ଲୀର ମାଲିକ । କିନ୍ତୁ…