Latest Odisha News

BREAKING NEWS

Browsing Tag

AAP

ଗୁଜୁରାଟ ପାଇଁ କେଜ୍ରିୱାଲଙ୍କ ଦ୍ୱିତୀୟ ଆହ୍ୱାନ; ଶିକ୍ଷାରେ ଆଣିବେ ସଂସ୍କାର

ଭରୁଚ: ଗୁଜୁରାଟରେ କେଜ୍ରିୱାଲ ଶିକ୍ଷା ବ୍ଯବସ୍ଥା ସଂସ୍କାର କରିଦେବେ। ଘରେଇ ସ୍କୁଲ୍ ରୁ ପିଲା ଆସି ସରକାରୀ ସ୍କୁଲ ରେ ନାମ ଲେଖେଇବେ। ଦିଲ୍ଲୀ ରେଯେମିତି ସରକାରୀ ସ୍କୁଲ୍ ଗୁଡିକର ଉନ୍ନତିକରଣ କରାଯାଇଛି। ସେଭଳି ଶିକ୍ଷା ବିକାଶ ଗୁଜୁରାଟରେ ହେବ। ଶ୍ରମିକ ଦିବସରେ ରବିବାର ଅରବିନ୍ଦ…

ଆପ୍ ରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ନେତା ଅଶୋକ ଟନୱର

ଭୁବନେଶ୍ୱର: ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ କଂଗ୍ରେସ ନେତା ଅଶୋକ ଟନୱର ଆଜି ଆମ୍ ଆଦମୀ ପାର୍ଟିରେ ଯୋଗ ଦେଇଛନ୍ତି । ସୋମବାର ସକାଳେ ଅଶୋକ ଆପ୍ ମୁଖ୍ୟ କେଜ୍ରିୱାଲଙ୍କୁ ଦିଲ୍ଲୀରେ ଭେଟି ଦଳରେ ଯୋଗ ଦେଇଛନ୍ତି । ପଞ୍ଜାବରେ ଆପ୍ ଚମକ୍ରାର ପ୍ରଦର୍ଶନ କରିବା ପରେ ଅନେକ ନେତା ଦଳକୁ…

ଗୁଜୁରାଟରେ ଗୋଟିଏ ସୁଯୋଗ ମାଗିଲେ କେଜ୍ରିୱାଲ

ଅହମଦାବାଦ: ଆମ ଆଦମୀ ପାର୍ଟି ପଞ୍ଚାବରେ ମେଜିକ୍ କରିବା ପରେ ଏବେ ନଜର ପକେଇଛି ଗୁଜୁରାଟ ଉପରେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଗଡ଼କୁ ଯାଇ କେଜ୍ରିୱାଲ ଜନତାଙ୍କୁ ସୁଯୋଗ ମାଗିଛନ୍ତି । ଅହମଦାବାଦରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ସହ ଏକ ରୋଡ-ଶୋ…

ଗୋଆ ପାଇଁ ସିଏମ୍‌ ପ୍ରାର୍ଥୀ ଦେଲା ଆପ୍‌

ନୂଆଦିଲ୍ଲୀ: ଗୋଆ ବିଧାନସଭା ନିର୍ବାଚନରେ ​​ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଡଭୋକେଟ ଅମିତ ପାଲେକରଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବରେ ଘୋଷଣା କରିଛନ୍ତି। ଏହି ଅକ୍ଟୋବରରେ ଦଳରେ ଯୋଗ ଦେଇଥିବା ପାଲେକର ଏସ୍‌ଟି କ୍ରୁଜ୍‌ ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ।…

ପଞ୍ଜାବ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲା ଆପ୍‌

ନୂଆଦିଲ୍ଲୀ: ପଞ୍ଜାବରେ ଆମ୍ ଆଦମୀ ପାର୍ଟି ଏହାର ସିଏମ୍ ପ୍ରାର୍ଥୀ ଘୋଷଣା କରିଛି। ପଞ୍ଜାବରେ ଭଗୱନ୍ତ ମାନ ଦଳର ସିଏମ ପ୍ରାର୍ଥୀ ହେବେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏହି ଘୋଷଣା କରିଛନ୍ତି।ଭଗୱନ୍ତ ମାନଙ୍କ ନାମ ଘୋଷଣା କରି ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ପଞ୍ଜାବର…

ଆସନ୍ତା ଗୁଜୁରାଟ ବିଧାନସଭା ନିର୍ବାଚନରେ ସମସ୍ତ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଆପ୍‌; କେଜ୍ରିୱାଲ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ମୁଖ୍ୟ ତଥା ସିଏମ୍‌ ଅରବିନ୍ଦ କେଜ୍ରିୱାଲ ସୋମବାର କହିଛନ୍ତି ଯେ ଆସନ୍ତା ବର୍ଷ ଗୁଜୁରାଟ ବିଧାନସଭା ନିର୍ବାଚନରେ ଦଳ ସମସ୍ତ ୧୮୨ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। କେଜ୍ରିୱାଲ କହିଛନ୍ତି ଯେ ତାଙ୍କ ଦଳ ଦିଲ୍ଲୀ ମଡେଲ୍ ଗୁଜୁରାଟକୁ ଆଣିବ ନାହିଁ। କାରଣ…

ଗୁଜୁରାଟରେ ବିଜେପିକୁ ପରାସ୍ତ କରିବାକୁ ସାମର୍ଥ୍ୟ କେବଳ ଆପ୍‌ ପାଖରେ ରହିଛି; ମନୀଷ ସିସୋଦିଆ

ନୂଆଦିଳ୍ଲୀ: ସ୍ଥାନୀୟ ନିର୍ବାଚନ ପୂର୍ବରୁ ଅହମ୍ମଦାବାଦରେ ଏକ ରୋଡ୍ ସୋ ଆରମ୍ଭ କରି ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଶନିବାର ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ ଗୁଜୁରାଟରେ ଶାସକ ଭାରତୀୟ ଜନତା ପାର୍ଟିକୁ ପରାସ୍ତ କରିବାର ସାମର୍ଥ୍ୟ କେବଳ ଆମ୍ ଆଦମୀ ପାର୍ଟି ନିକଟରେ ରହିଛି।…

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି: ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଗାଡି ପୂଜା କରି ଆପ୍‌ର ପ୍ରତିବାଦ

କଟକ: କରୋନା କାଳରେ ଦେଶରେ ଦିନକୁ ଦିନ ବଢ଼ିଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ତୈଳ ଦର ଲଗାତର ବଢ଼ୁଛି । ଏହାକୁ ବିରୋଧ କରି ଆଜି କଟକ ଜିଲ୍ଲାପାଳଙ୍କ ଅଫିସ୍ ଆଗରେ କଟକ ଜିଲ୍ଲା ଆମ୍ ଆଦ୍‌ମୀ ପାର୍ଟି ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି । ପେଟ୍ରୋଲ ଓ ଡିଜେଲ ବ୍ୟବହୃତ ଗାଡିଗୁଡିକୁ…

କରୋନାରେ ଆକ୍ରାନ୍ତ ହେଲେ ‘ଆପ୍‌’ ବିଧାୟିକା

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ବିଧାୟିକା ଅତିଶୀ ବୁଧବାର ଦିନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଆଇଏଏନଏସରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି । ଅଧିକ ପଢନ୍ତୁ: ପତଞ୍ଜଳିର ‘କରୋନିଲ୍‌’ ଭଲ କରୁଛି କରୋନା ରୋଗ ! ଦକ୍ଷିଣ ଦିଲ୍ଲୀର କାଲକାଜୀ ବିଧାନସଭା କ୍ଷେତ୍ରରେ ଏହି ୩୯ ବର୍ଷିୟା…