Latest Odisha News

BREAKING NEWS

Browsing Tag

Abandoned Newborn

ଅଲୋଡା ଶିଶୁ କନ୍ୟାକୁ ଆପଣେଇଲେ ବେଙ୍ଗାଲୁରୁର ଦମ୍ପତ୍ତି

ବଲାଙ୍ଗିର: ଗତ ମାର୍ଚ୍ଚ ମାସରେ ସହରର ଏକ ନର୍ଦ୍ଦମାରୁ ଉଦ୍ଧାର ହୋଇଥିବା ନବଜାତ ଶିଶୁ କନ୍ୟାକୁ ପୋଷ୍ୟପୁତ୍ରୀ ଭାବେ ଆପଣେଇଛନ୍ତି ବେଙ୍ଗାଲୁରୁର ଦମ୍ପତି । ଉଦ୍ଧାର ପରେ ଶିଶୁଟିର ଯତ୍ନ ନେବା ସହ ଶିଶୁ ମଙ୍ଗଳ କମିଟିକୁ ପ୍ରଦାନ କରାଯାଇଥିଲା । ଯେଉଁଠାରେ ତାକୁ ‘ତୁଳସୀ’ ନାମ ଦିଆଯାଇଥିଲା…

ଅଲୋଡା ଶିଶୁ କନ୍ୟା; ବିଲରୁ ହେଲା ଉଦ୍ଧାର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ କଦାପଧା ଗ୍ରାମ ନିକଟ ବିଲରୁ ମଙ୍ଗଳବାର ଦିନ ଏକ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ପ୍ରାପ୍ତ ସୂଚନାରୁ ଜଣାପଡିଛି, ଆଜି ସକାଳେ ବିଲ ମଧ୍ୟରେ ଉକ୍ତ ଶିଶୁଟି କାନ୍ଦୁଥିବାର ସ୍ଥାନୀୟ ବାସିନ୍ଦାମାନେ ଶୁଣିବାକୁ ପାଇଥିଲେ । ପରେ…

ରାୟଗଡାରୁ ଉଦ୍ଧାର ହେଲା ନବଜାତ ଶିଶୁପୁତ୍ର

ରାୟଗଡା: ରାୟଗଡା ଜିଲ୍ଲା ଗୁଣୁପୁର ସ୍ଥିତ ଗୁଡାରୀ ଅଞ୍ଚଳରୁ ଶୁକ୍ରବାର ଦିନ ଏକ ନବଜାତ ଶିଶୁ ପୁତ୍ରକୁ ଉଦ୍ଧାର କରାଯାଇଛି । ପ୍ରାପ୍ତ ସୂଚନାରୁ ଜଣାପଡିଛି, ସ୍ଥାନୀୟ ବାସିନ୍ଦାମାନେ ଆଜି ସକାଳେ ଦଣ୍ଡାସି ସାହି ନିକଟ ଏକ ପରିତ୍ୟକ୍ତ ସ୍ଥାନରୁ ଶିଶୁର କାନ୍ଦ ଶୁଣିବାକୁ ପାଇଥିଲେ । ପରେ…

ପୋଖରୀ ନିକଟରୁ ଉଦ୍ଧାର ହେଲା ନବଜାତ ଶିଶୁପୁତ୍ର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମନୋହରସାହି ସ୍ଥିତ ପୋଖରୀ ନିକଟରୁ ଶନିବାର ଏକ ନବଜାତ ଶିଶୁ ପୁତ୍ରକୁ ଉଦ୍ଧାର କରାଯାଇଛି । ପ୍ରାପ୍ତ ସୂଚନାରୁ ଜଣାପଡିଛି, ସ୍ଥାନୀୟ ବାସିନ୍ଦାମାନେ ସକାଳୁ ନିତ୍ୟକର୍ମ ପାଇଁ ପୋଖରୀ ପାଖକୁ ଯାଇଥିବା ବେଳେ ସେଠାରେ ଉକ୍ତ ନବଜାତ…

ଜଙ୍ଗଲରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଗଜପତି: ଗଜପତି ଜିଲ୍ଲା ମୋହନା ଅନ୍ତର୍ଗତ ଅଡବା ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳୁ ଏକ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ପ୍ରାପ୍ତ ସୂଚନାରୁ ଜଣାପଡିଛି, କିଛି ଗାଈ ଚରାଳୀମାନେ ଉକ୍ତ ନବଜାତ ଶିଶୁଟିକୁ ଜଙ୍ଗଲରେ ପଡିଥିବା ଦେଖିବାକୁ ପାଇଥିଲେ । ପରେ ସେମାନେ ଶିଶୁଟିକୁ…

ଭବାନୀପାଟଣା: ରାସ୍ତାକଡରୁ ଉଦ୍ଧାର ହେଲା ଏକ ନବଜାତ ଶିଶୁ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମଣିଙ୍ଗପଦର ଗ୍ରାମ ନିକଟରୁ ସୋମବାର ଦିନ ଏକ ନବଜାତ ଶିଶୁ କନ୍ୟାକୁ ଜଣେ ମହିଳା ଉଦ୍ଧାର କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଜଣେ ମହିଳା ଆଜି ସକାଳୁ ସେହି ରାସ୍ତା ଦେଇ ଯାଉଥିବାବେଳେ ଉକ୍ତ ନବଜାତ ଶିଶୁଟିର କାନ୍ଦ…