Latest Odisha News

BREAKING NEWS

Browsing Tag

Abanti Das

ଗାଡ଼ିରେ ପୋଷ୍ଟର ମାରି ବୁଥ୍ ନିକଟରେ ବୁଲିଲେ ବିଜେଡି ପ୍ରାର୍ଥିନୀ

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଆଜି ମତଦାନ ଚାଲିଛି । ଭୋଟର ୪୮ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ରହିଥିବା ବେଳେ ବୁଥର ଶହେ ମିଟର ହେଉଛି ନିଷିଦ୍ଧାଞ୍ଚଳ । କିନ୍ତୁ, ବିଜେଡି ପ୍ରାର୍ଥିନୀ ଅବନ୍ତୀ ଦାସଙ୍କୁ ଆଜି ବିଜେଡି ପୋଷ୍ଟର ମରା ଯାଇଥିବା ଗାଡ଼ି ସହ ମତଦାନ କେନ୍ଦ୍ରରେ ଦେଖିବାକୁ…

ଅବନ୍ତୀଙ୍କ ଉପରେ ଭାରି ପଡ଼ିବେ କି ରାଜେନ୍ଦ୍ର ନା ବୁଡ଼ିଯିବ ନୌକା ?

ଭଦ୍ରକ: ଧାମନଗର ଉପନିର୍ବାଚନକୁ ନେଇ ଉଷ୍ଣ ହେଉଛି ରାଜନୀତି । ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନରେ କେହି ପ୍ରାର୍ଥିତ୍ୱ ପ୍ରତ୍ୟାହାର କରି ନାହାଁନ୍ତି । ଫଳରେ ୩ ଦଳର ପ୍ରାର୍ଥୀଙ୍କ ସହ ୨ ସ୍ୱାଧୀନ ପ୍ରାର୍ଥୀ ଏବେ ଉପନିର୍ବାଚନ ମୈଦାନରେ । ବିଜେଡିର ଅବନ୍ତୀ ଦାସ, ବିଜେପିର…

ଧାମନଗରରେ ଅବନ୍ତୀଙ୍କ ଭୋଟକୁ ହାଇଜାକ କରିବେ କି ରାଜୁ ଦାସ ?

ଭଦ୍ରକ: ଧାମନଗର ଉପନିର୍ବାଚନ ନାମାଙ୍କନର ଶେଷ ଦିନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଥାଟବାଟ ଧରି ବିଜେଡି ଧାମନଗରରେ ଶକ୍ତି ପ୍ରଦର୍ଶନ କରିଛି । ସେପଟେ ବିଜେଡି ଟିକେଟ୍ ନପାଇ ରାଜୁ ଦାସ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ କରି ବିଜେଡିକୁ ଝଟକା…

ସୂର୍ଯ୍ୟବଂଶୀଙ୍କ ପାଇଁ ପ୍ରଚାର କରିବେ ୩ କେନ୍ଦ୍ରମନ୍ତ୍ରୀ, ଅବନ୍ତୀଙ୍କ ପାଇଁ ମୈଦାନକୁ ଓହ୍ଲାଇବେ କି ନବୀନ ?

ଭୁବନେଶ୍ୱର: ଧାମନଗର ପାଇଁ ବିଜେପି, ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଛନ୍ତି । ବିଜେପି ଓ କଂଗ୍ରେସ କେନ୍ଦ୍ରୀୟ ନେତାଙ୍କୁ ଆଣି ପ୍ରଚାର ପାଇଁ ଅଣ୍ଟା ଭିଡ଼ିଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ଧାମନଗରରେ ୩ ଜଣ କେନ୍ଦ୍ରମନ୍ତ୍ରୀ ପ୍ରଚାର କରିବେ । ଏନେଇ…

ନବୀନଙ୍କ ମହିଳା କାର୍ଡକୁ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀଙ୍କ କାଉଣ୍ଟର !

ଭୁବନେଶ୍ୱର: ଧାମନଗରରେ ପ୍ରଚାର ଜମିବ । ବିଜେଡିକୁ ଗୋଡ଼େ ଗୋଡ଼େ ଜଗିବ ବିଜେପି । ନାମାଙ୍କନ ସରିନି କି ପ୍ରଚାର ଆରମ୍ଭ ହୋଇନି । କିନ୍ତୁ ଧାମନଗର ଉପନିର୍ବାଚନକୁ ନେଇ ଆରମ୍ଭ ହେଲାଣି କାଉଣ୍ଟର ରାଜନୀତି । ବୁଧବାର ବିଜେଡି ମହିଳା କାର୍ଡ ଖେଳି ଅବନ୍ତୀ ଦାସଙ୍କୁ ଉପନିର୍ବାଚନ ପାଇଁ ପ୍ରାର୍ଥୀ…