ଅଧାରେ ରହିଲା ପ୍ୟାରେଡ: ଭ୍ୟାନ ଓଲଟି ସ୍କୁଲ ଛାତ୍ର ମୃତ, ୨୩ ଆହତ
କଟକ: ସାଧାରଣତନ୍ତ୍ର ଦିବସରେ ଅଘଟଣ। ସରଣ୍ଡା ଜୋନସ୍ତରୀୟ ସାଧାରଣତନ୍ତ୍ର ଦିବସର ପ୍ୟାରେଡରେ ଭାଗ ନେବା ପାଇଁ କଟକ ଜିଲ୍ଲା ମାଳବିହାରୀପୁର ହାଇସ୍କୁଲର ଛାତ୍ରଛାତ୍ରୀ ଯାଉଥିଲେ । ହେଲେ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବା ପୂର୍ବରୁ ଦୁର୍ଘଟଣାର ଶିକାର ହୋଇଛନ୍ତି ଛାତ୍ରଛାତ୍ରୀ । ପିକଅପ୍ ଭ୍ୟାନ୍…