ଭାରସାମ୍ୟ ହରାଇ କାର୍ ଦୁର୍ଘଟଣାଗ୍ରସ୍ତ: ୪ ମୃତ, ୫ ଗୁରୁତର
ଶ୍ରୀନଗର: ଜମ୍ମୁ କାଶ୍ମୀରର ରଜୌରୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଦୁର୍ଘଟଣା ଘଟାଇଲା କାର୍। ଦୁର୍ଘଟଣାରେ ତିନି ମହିଳାଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ,…