କଳିଙ୍ଗା ଘାଟିରେ ଟୁରିଷ୍ଟ ବସ୍ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ
ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ କେମିତି ଓ କେଉଁ ପରିସ୍ଥିତିରେ ଦୁର୍ଘଟଣାର ଶିକାର ହେଲା ଟୁରିଷ୍ଠ ବସ୍ । ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । କେଉଁ ପରିସ୍ଥିତିରେ ଘାଟିରୁ ଓଲଟିଲା ବସ୍ ତଦନ୍ତ କରି ରିପୋର୍ଟ ଦେବାକୁ ପରିବହନ…