Latest Odisha News

BREAKING NEWS

Browsing Tag

Accident in Sanakhemundi

ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଚାଳକ ମୃତ

ସାନଖେମୁଣ୍ଡି(ଗଞ୍ଜାମ): ସ୍କୁଟିକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଜରଡ଼ା ଥାନା କେଲୁଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିଛି ପୋଲିସ । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ…