Latest Odisha News

BREAKING NEWS

Browsing Tag

accident

ମର୍ଣ୍ଣିଂୱାକ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଭୁବନେଶ୍ବର: ଭୁବନେଶ୍ବରର ଗଣ୍ଡମୁଣ୍ଡା ସ୍ଥିତ କଳାଭୂମି ନିକଟରେ ବାଲି ବୋଝେଇ ଟ୍ରକ ଧକ୍କାରେ ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ଯୁ ଘଟିଛି। ସକାଳେ ମର୍ଣ୍ଣିଂୱାକ ସାରି ଫେରୁଥିଲା ବେଳେ ଏହି ଅଘଟଣ ଘଟିଛି। ମୃତକ ଜଣକ ୭୨ ବର୍ଷୀୟ ସଦାନନ୍ଦ ସ୍ବାଇଁ ବୋଲି ଜଣାପଡିଛି। ଖବର…

ଓଲଟିଲା ବସ୍, ୧୨ ପର୍ଯ୍ୟଟକ ଆହତ

ବ୍ରହ୍ମପୁର: ଗଞ୍ଜାମରେ ଶୁକ୍ରବାର ଦିନ ଏକ ଗାଡିର ବ୍ରେକ୍ ଫେଲ୍ ହେବା ଯୋଗୁଁ ୧୨ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ସୂଚନାନୁସାରେ, ପଶ୍ଚିମବଙ୍ଗର ନଦିଆ ଜିଲ୍ଲାର ପର୍ଯ୍ୟଟକମାନେ ଏକ ମିନି ବସ୍‌ ଯୋଗେ ବ୍ରହ୍ମପୁର ବୁଲି ଆସିଥିଲେ। ସେମାନେ ପ୍ରଥମେ ଖୁଣ୍ଟେଶ୍ୱରୀ ମନ୍ଦିର ଏବଂ ପରେ…

ଦୁର୍ଘଟଣାରେ ଟ୍ରାଫିକ ପୋଲିସଙ୍କ ମୃତ୍ୟୁ ଘଟଣା; ଧରାପଡିଲା ଟ୍ରକ୍ ଡ୍ରାଇଭର

ଭୁବନେଶ୍ୱର: ଭୁବନେଶ୍ୱରର ଜୟଦେବ ବିହାର ଫ୍ଲାଏ ଓଭର ନିକଟ NH-16 ରେ ଜଣ‌େ ଟ୍ରାଫିକ୍ ପୋଲିସ୍ କନଷ୍ଟେବଳଙ୍କୁ ଗାଡି ଧକ୍କା ଦେବା ଘଟଣାରେ ମଙ୍ଗଳବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପ‌ୋଲିସ। ସମ୍ପୃକ୍ତ ଅଭିଯୁକ୍ତ ଜଣକ କଟକ ଜିଲ୍ଲାର ଗହିରାଗଡିଆର ପ୍ରଶାନ୍ତ କୁମାର ନାୟକ ବୋଲି…

ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ

କୋଇଡ଼ା: ପୁଣି ଚୁନାଘାଟିରେ ଦୁର୍ଘଟଣା। ଟ୍ରକ୍ ଏବଂ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ଓଲଟିଲା ଟ୍ରକ୍ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମୃତ । ଗତକାଲି ରାତି ପ୍ରାୟ ୧୧ଟାରେ ଦୁର୍ଘଟଣାଟି ଘଟିଥିବା ବେଳେ ପ୍ରାୟ ୮ ଘଣ୍ଟାର ପରିଶ୍ରମ ପରେ ଆଜି ସକାଳେ ମୃତ ଡ୍ରଇଭରର ମର ଶରୀରକୁ ବାହାର କରିଛି…

ଟ୍ରକକୁ ପଛରୁ ଧକ୍କା ଦେଲା ବାଇକ୍, ୩ ଜଣଙ୍କ ମୃତ୍ୟୁ

ବାରିପଦା: ଶନିବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଟ୍ରକକୁ ପଛରୁ ପିଟିବା ଫଳରେ ବାଇକରେ ଯାଉଥିବା ୩ ଜଣ ଜୀବନ ହାରିଛନ୍ତି । ସୂଚନା ଅନୁସାରେ, ମୟୂରଭଞ୍ଜ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୪୯ର କରଞ୍ଜିଆ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି ।…

ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍, ଡ୍ରାଇଭର ଜୀବନ୍ତ ଦଗ୍ଧ

କେନ୍ଦୁଝର: କେନ୍ଦୁଝର ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡ଼ିହା ଗାଁ ନିକଟରେ ଅଭାବନୀୟ ଘଟଣା । ଦୁର୍ଘଟଣାରେ ଗୋଟିଏ ଟ୍ରକ ଜଳିବା ସହ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଛନ୍ତି । ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରର ମୃତ ଶରୀରକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ…

ଭାରସ୍ୟାମ ହରାଇ ପୋଖରୀରେ ପଶିଗଲା କାର: ୨ ଗୁରୁତର

ସୋରୋ: ଭାରସାମ୍ୟ ହରାଇ ପୋଖରୀରେ ପଶିଗଲା କାର । ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ନମ୍ବର ଜାତୀୟ ରାଜପଥ ମାର୍କୋଣା ବଜାର ସାହି ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ କାରଟି ଧାମରାରୁ ଧାମନଗର ଯାଉଥିବା ବେଳେ ପ୍ରବଳ ବର୍ଷା ଯୋଗୁଁ…

ଭାରସାମ୍ୟ ହରାଇ ଟ୍ରେନ୍ ଲାଇନକୁ ମାଡ଼ିଗଲା ବସ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର: ଭାରସାମ୍ୟ ହରାଇ ଟ୍ରେନ ଲାଇନକୁ ମାଡ଼ିଗଲା ବସ । ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ଆଜି ଭୋର ସମୟରେ ସମ୍ବଲପୁର ଜିଲ୍ଲା ଲକ୍ଷ୍ମୀଡୁଙ୍ଗୁରୀ ନିକଟରେ ରେଲୱେ ଟ୍ରାକ ନିକଟକୁ ବସ ମାଡ଼ି ଯାଇଥିବା ସୂଚନା ମିଳିଛି । ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ତେବେ ବଡ ଦୁର୍ଘଟଣାରୁ…

୨ ଟ୍ରକ୍ ମଝିରେ ଚାପି ହୋଇ ଦମ୍ପତିଙ୍କ ମୃତ୍ୟୁ

ଅନୁଗୁଳ: ଟ୍ରକ୍ ନେଲା ୨ ଜୀବନ । ଦୁଇ ଟ୍ରକ୍ ମଝିରେ ଚାପି ହୋଇ ପ୍ରାଣ ହାରିଲେ ସ୍ୱାମୀ, ସ୍ତ୍ରୀ । ୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ ଜିଲ୍ଲା ବଡ଼କେରା ପଟରୁ ଅନୁଗୁଳ ଆଡ଼କୁ ସ୍ୱାମୀ, ସ୍ତ୍ରୀ ବାଇକ୍ ଯୋଗେ ଯାଉଥିଲେ । ସେହି…

ଭୟଙ୍କର ସଡ଼କ ଦୁର୍ଘଟଣା : ୪୮ ମୃତ, ୩୦ ଆହତ

କେନିଆ: ଗତକାଲି ରାତିରେ ପଶ୍ଚିମ କେନିଆରେ ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ଭାରସ୍ୟାମ ହରାଇ ଲୋକଙ୍କ ଉପରେ ଏକ ଟ୍ରକ ଚଢ଼ିଯିବାରୁ ଘଟଣାସ୍ଥଳରେ ୪୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣା…