ମହେନ୍ଦ୍ରଗିରି ଘାଟିରୁ ଖସିଲା ଟୁରିଷ୍ଟ ପିକଅପ୍ ଭ୍ୟାନ୍, ୩ ମୃତ, ୬ ଆହତ
ଗଜପତି : ମହେନ୍ଦ୍ରଗିରି ପର୍ବତରେ ଅଭାବନୀୟ ଘଟଣା । ମହେନ୍ଦ୍ରଗିରି ପର୍ବତର ଶୈବପୀଠରୁ ଦର୍ଶନ ସାରି ଫେରୁଥିବା ବେଳେ ୨୦୦ ଫୁଟ ତଳକୁ ଖସିଲା ପିକ୍ ଅପ୍ ଭ୍ୟାନ୍ । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୬ ଜଣ ଆହତ ହୋଇଛନ୍ତି । ଗାଡିରେ ଯାଇଥିବା ସମସ୍ତେ ଗାରାବନ୍ଧ ଅଞ୍ଚଳର…