Latest Odisha News

BREAKING NEWS

Browsing Tag

accident

ଦିଗପହଣ୍ଡି ଇନ୍ଦିରା ଆବାସ ଛକରେ ବସ ଧକ୍କାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

ବ୍ରହ୍ମପୁର : ବ୍ରହ୍ମପୁର ଦିଗପହଣ୍ଡି ମୁଖ୍ୟ ରାସ୍ତା ଡେଙ୍ଗାଦର ନିକଟ ଇନ୍ଦିରା ଆବାସ ଛକରେ ଦୁର୍ଘଟଣା । ବସ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଥିସହ ଅନ୍ୟ ଜଣେ ଆହତ ହୋଇଛନ୍ତି । ତାଙ୍କ ଅବସ୍ଥା ଗୁରୁତର ରହିଛି । କନକ ଦୁର୍ଗା ନାମକ ବସଟି ଦିଗପହଣ୍ଡିରୁ ବ୍ରହ୍ମପୁର ଯାଉଥିବା…

ବୌଦ୍ଧ ମହାନଦୀ ସେତୁ ଉପରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସିପଡିଲେ ମହିଳା

ବୌଦ୍ଧ : ବୌଦ୍ଧ ଜିଲ୍ଲା କିଆକଟା ମହାନଦୀ ସେତୁ ଉପରେ ଦୁର୍ଘଟଣା । ବାଇକ ଓ କାର ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ତେବେ ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ପତ୍ନୀ ବ୍ରିଜ୍ ତଳକୁ ଖସିପଡିଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି…

ଟ୍ରକ-ଟେମ୍ପୋ ମୁହାଁମୁହିଁ ଧକ୍କା, ୨ ମୃତ

ବଲାଙ୍ଗିର: ଦୁର୍ଘଟଣା ନେଲା ୨ ଜଣଙ୍କର ଜୀବନ । ଟ୍ରକ ସହ ଟେମ୍ପୋର ମୁହାଁମୁହିଁ ଧକ୍କା ହୋଇଛି । ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଲୁହୁରାପାଲି ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦୁଇ ଜଣ ଟେମ୍ପୋ ଆରେହୀ ମୃତ୍ୟୁବରଣ କରିଛନ୍ତି । ଦୁର୍ଘଟଣାର ଆଉ…

ଅଟୋ ଧକ୍କାରେ ବସ୍ ଡ୍ରାଇଭର ମୃତ, ୪ ଜଣ ଆହତ

ବ୍ରହ୍ମପୁର: ଅଟୋ ଧକ୍କାରେ ବସ୍ ଡ୍ରାଇଭର ମୃତ । ବସ୍ ଠିଆ କରି ପରିଶ୍ରା ପାଇଁ ଯିବା ବେଳେ ଧକ୍କା ଦେଇଥିଲା ଅଟୋ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟସ୍ଥ ଚୁଡଙ୍ଗପୁରରେ ଏହି ଦୁର୍ଘଟଣା ଘଟିଛି । ମୃତ ଡ୍ରାଇଭର ହେଲେ ନୟାଗଡ଼ ଜିଲ୍ଲାର ସୁଧାକର ସାହୁ । ଏହି ଦୁର୍ଘଟଣାରେ ଅଟୋ ଡ୍ରାଇଭର ଓ…

ସ୍କୁଟି-ଟ୍ରାକ୍ଟର ଧକ୍କାରେ ଜଣେ ମୃତ, ଜଣେ ଆହତ

ରାୟଗଡ଼ା: ଖାଲଖମା ରାସ୍ତାରେ ଦୁର୍ଘଟଣା ନେଲା ଜଣଙ୍କର ଜୀବନ । ଆଉ ଜଣେ ଆହତ ହୋଇଛନ୍ତି । ୩୨୬ ନମ୍ବର ଜାତୀୟ ରାଜପଥର ରାୟଗଡ଼ା ସହରରେ ଥିବା ଫ୍ଲାଏଓଭର ବ୍ରିଜ ଉପରେ ଏହି ଦୁର୍ଘଟଣା ଘଟିଛି । ସ୍କୁଟି ସହ ଟ୍ରାକ୍ଟରର ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଡି.ମୁନା (୪୫) ଓ…

ଅଜଣା ଗାଡ଼ି ଧକ୍କାରେ ଦୁଇ ମହିଳା ମୃତ

ବ୍ରହ୍ମପୁର: ଅଜଣା ଗାଡ଼ି ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ । ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଗୋକର୍ଣ୍ଣପୁର ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକମାନେ ହେଲେ ତମାଳ ବିନ୍ଧାଣୀ ଓ ଚିନାରୀ ବାଙ୍ଗାରୀ ପାତ୍ର। ଏହି ଘଟଣା ପରେ ଉତ୍ୟକ୍ତ ଲୋକ କ୍ଷତିପୂରଣ ଦାବିରେ ଦିଗପହଣ୍ଡି-ବ୍ରହ୍ମପୁର…

ଟ୍ରକ୍ ପଛରେ ପିଟି ହେଲା ବାଇକ୍, ଦୁଇ ମୃତ ଓ ଜଣେ ଗୁରୁତର

ଭଦ୍ରକ: ଟ୍ରକ ପଛରେ ପିଟିହେଲା ବାଇକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ୧୬ ନମ୍ବର ଜାତୀୟ ରାଜପଥରେ ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା କହରାପୋଖରୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଟ୍ରକକୁ ପଛରୁ ବାଇକ୍ ଧକ୍କା…

ଜୟପୁର ବାଟ କୁହୁଡିରେ ଦୁର୍ଘଟଣା, ୨ ମୃତ

ଜୟପୁର : ଜୟପୁର ବାଟ କୁହୁଡି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଜଗଦଲପୁରରୁ କୋଟପାଡ଼ ଅଭିମୁଖେ ଆସୁଥିବା କାର । କିନ୍ତୁ ଏହି ସମୟରେ ବାଟକୁହୁଡି ଗାଁ ନିକଟରେ କାର ସହ ମୋଟର ସାଇକେଲର…

ଗଜପତି ଗୁଡା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା, ୨ ଭାଇ ମୃତ

ଗଜପତି : ଗଜପତି ଜିଲ୍ଲା ରାୟଗଡ଼ ଥାନା ଗୁଡ଼ା ଘାଟିରେ ମର୍ମନ୍ତୁଦ ବାଇକ୍ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣା ହେବାରୁ ୨ ଭାଇଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ରାୟଗଡ ଗ୍ରାମର ହର୍ଷ ରଞ୍ଜନ ସ୍ବାଲସିଂଙ୍କ ଦୁଇ ପୁଅ କ୍ଲିଣ୍ଟନ ସ୍ବାଲସିଂ ଓ ବିଟୁନ ସ୍ବାଲସିଂ । ସୂଚନା…

ଭୟଙ୍କର ଦୁର୍ଘଟଣା: ବିଧାୟକଙ୍କ ପୁଅ, ପତ୍ନୀଙ୍କ ସମେତ ୭ ମୃତ

ବେଙ୍ଗାଲୁରୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ପୋଲରେ ପିଟିହେଲା ଅଡ଼ି କାର୍ । ଏଥିରେ ଜଣେ ବିଧାୟକଙ୍କ ପୁଅ, ପତ୍ନୀଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି ବିଳମ୍ବିତ ରାତିରେ ବେଙ୍ଗାଲୁରୁରେ ଏହି ଦୁର୍ଘଟଣା ଘଟିଛି । ମୃତକଙ୍କ ଭିତରେ ଅଛନ୍ତି…