Latest Odisha News
Browsing Tag

accident

ଘାଟିରୁ ଶହେ ଫୁଟ ତଳକୁ ଖସିଲା ଟ୍ରକ, ୨ ମୃତ

ବାରିପଦା: ଘାଟିରୁ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ । ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଛି । ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରୁ ଭାରସାମ୍ୟ ହରାଇ ଖସି ପଡ଼ିଲା ପିଆଜ ବୋଝେଇ ଟ୍ରକ । ଦୁର୍ଘଟଣାରେ ଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କର…

ସଡ଼କ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ

କେନ୍ଦୁଝର : କେନ୍ଦୁଝର ଝୁମ୍ପୁରାରେ ମର୍ମନ୍ତୁଦ ଦୁର୍ଘଟଣା । ୨୦ ନମ୍ବର ଜାତୀୟ ରାଜପଥ ଅର୍ସଳା ନିକଟରେ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଛି ଟ୍ରକ । ଦୁର୍ଘଟଣାରେ ବାଇକରେ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ତାପସ ଗିରି ଓ ତାଙ୍କ ପତ୍ନୀ କୁମୁଦିନୀ ଗିରି । ସେମାନଙ୍କ ଘର…

ଟ୍ରାକ୍ଟର ଓଲଟି ଜଣେ ମୃତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଡାହିମାଳ ନିକଟ ଚାଷ ଜମିରେ ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ ହୋଇଛି । ଆଜି ସନ୍ଧ୍ୟାରେ ଚାଷଜମିରେ ହଳ କରୁଥିବା ସମୟରେ ଟ୍ରାକ୍ଟର ଓ଼ଲଟିଯିବା ଫଳରେ ଟ୍ରାକ୍ଟରରେ ଚାପିହୋଇ ଡ୍ରାଇଭର ଘଟଣାର ସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଡ୍ରାଇଭର ଭେଡେନ…

ବସକୁ ପଛରୁ ଧକ୍କା ଦେଲା ଟ୍ରକ୍, ୧୮ ଜଣଙ୍କର ମୃତ୍ୟୁ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ବାରବାଙ୍କୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଠିଆ ହୋଇଥିବା ବସକୁ ପଛରୁ ଧକ୍କା ଦେଲା ଟ୍ରକ୍ । ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ବହୁ ଲୋକ ଆହତ ହୋଇଛନ୍ତି । ଅଯୋଧ୍ୟା-ଲକ୍ଷ୍ନୌ ହାଇଓ୍ୱେରେ ବାରବାଙ୍କୀର ରାମସମେନୀ ନିକଟରେ ବିଳମ୍ବିତ ରାତିରେ ହୋଇଛି ।…

ଟ୍ରକ୍ ସହ ପିଟି ହେଲା କାର୍, ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ

ସମ୍ୱଲପୁର: ଅଶୁଭ ହେଲା ସୋମବାର । ଦୁର୍ଘଟଣା ନେଲା ଦୁଇ ଜଣଙ୍କର ଜୀବନ । ଟ୍ରକ୍ ସହ କାର୍ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ହୋଇଛନ୍ତି ଆଉ ଦୁଇ ଜଣେ । ୫୫ ନମ୍ବର ଜାତୀୟ ରାଜପଥର ସମ୍ୱଲପୁର ଜିଲ୍ଲା ଯୁଯୁମୁରା ଥାନା ଅନ୍ତର୍ଗତ କୟାକୁଦ ନିକଟରେ ଏହି ମର୍ମନ୍ତୁଦ…

ମୁହାଁମୁହିଁ ପିଟି ହେଲା ଦୁଇଟି ବାଇକ୍, ୨ ମୃତ ଓ ୨ ଗୁରୁତର

ବରଗଡ଼: ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ ଜଣଙ୍କର ଅକାଳ ବିୟୋଗ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ବରଗଡ଼ ଜିଲ୍ଲା ପର୍ଥଲା ଛକ ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଆହତମାନଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାୟରେ ଭର୍ତ୍ତି…

ରାସ୍ତାକଡ଼ରେ ଠିଆ ହୋଇଥିବା ବେଳେ ମାଡ଼ିଗଲା ଟ୍ରକ୍, ଜଣେ ମୃତ ଓ ୨ ଆହତ

ଭବାନୀପାଟଣା: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ମୃତ୍ୟୁର ବାହକ ହୋଇ ଆସିଲା ଦ୍ରୁତଗାମୀ ଟ୍ରକ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛି । କଳାହାଣ୍ଡି ଜିଲ୍ଲା ଦେଇ ଯାଇଥିବା ୨୬ ନମ୍ୱର ଜାତୀୟ ରାଜପଥର କୋକସରା କେନାଲ ବ୍ରିଜ୍ ଉପରେ ଆଜି ସକାଳୁ ସକାଳୁ ଏହି…

ଦୁର୍ଘଟଣାରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

କଟକ : କଟକ ପାରାଦୀପ ମୁଖ୍ୟ ରାସ୍ତା ଚାଉଳିଆଗଞ୍ଜ ଗାନ୍ଧୀ ଛକ ନିକଟରେ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ବେଳେ, ସ୍ବାମୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଓଏମପି ଛକରୁ କିଷନନଗର ଆଡକୁ ଯାଉଥିବା ଏକ ମାଲ୍ ବୋଝଇ ଟ୍ରକ୍ ମୋଟର ସାଇକେଲକୁ ପଛପଟୁ ଧକ୍କା ଦେଇଥିଲା ।…

ବିୟର ଫ୍ୟାକ୍ଟ୍ରିରେ ଦୁର୍ଘଟଣା, ଚାଲିଗଲା ଶ୍ରମିକଙ୍କ ଜୀବନ

ପାଟଣାଗଡ : ବଲାଙ୍ଗିର ବେଲପଡା ଥାନା ସରମୁହାଣ ଗାଁରେ ଥିବା ବିୟର ଫ୍ୟାକ୍ଟ୍ରିରେ ଦୁର୍ଘଟଣା । ଏଥିରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ନୁନହାଡ ଗାଁର ବିଶ୍ବନାଥ ହଂସ । ସେ ଛାତ ଉପରେ ବିୟର ଫ୍ୟାକ୍ଟ୍ରିର କୁଲିଙ୍ଗ ପ୍ଲାଣ୍ଟ କାମ କରିବା ସମୟରେ ତଳକୁ ଖସିପଡ଼ିଥିଲେ । ଫଳରେ…

ଗଜପତି ରାଶିବାଡ ଘାଟିରେ ଓଲଟିଲା ଡାଲା ଅଟୋ, ଜଣେ ମୃତ, ୧୨ ଗୁରୁତର

ଗଜପତି : ଗଜପତି ଜିଲ୍ଲା ରାୟଗଡ଼ ଥାନା ରାଶିବାଡ଼ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ଡାଲା ଅଟୋ ଓଲଟି ଜଣେ ଶ୍ରମିକ ମୃତ୍ୟୁ ହୋଇଛି । ଏହାସହ ୧୨ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ହେଲେ ସୁନ୍ଦରଗଡ଼ ରାଣୀଦେଲନା ଗାଁର ସୁରସେନ । ସୂଚନା ଅନୁସାରେ, ବଲାଙ୍ଗୀର, ସୁନ୍ଦରଗଡ଼ ଓ…