ଝିଅ ଦେଖି ଫେରିବା ବେଳେ ମାଡିଗଲା ହାଇଓ୍ବା, ଚାଲିଗଲା ୩ ଜଣଙ୍କ ଜୀବନ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅରିଗାଁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱା ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ହେଲେ ଭେଡେନ ଥାନା ବାଏପୁର ଗାଁର ଗୌର ମାଝୀ, ଗୋବିନ୍ଦ ବଗର୍ତ୍ତି, ଜନାର୍ଦ୍ଦନ ବାରିକ ।…