Latest Odisha News

BREAKING NEWS

Browsing Tag

accident

ମାଲକାନଗିରିରେ ଘାଟି ତଳକୁ ଖସିଲା ଗାଡ଼ି: ଜଣେ ମୃତ ଓ ୬ରୁ ଅଧିକ ଆହତ

ମାଲକାନଗିରି: ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ବଣ୍ଡା ଘାଟିରେ ଏହି ଦୁର୍ଘଟଣା ଘଟିଛି । ଆଜି ଏକ କମାଣ୍ଡରରେ ବଣ୍ଡା ଘାଟିରୁ ଖଇରିପୁଟ ଅଭିମୁଖେ କିଛି ଯାତ୍ରୀ ଯାଉଥିଲେ ।…

ରାୟଗଡାରେ ଭାରସାମ୍ୟ ହରାଇ ଓଲଟିଲା ବସ୍‌, ୩ ମୃତ

ରାୟଗଡା: ବିଷମକଟକ ହଜାରୀଡାଙ୍ଗ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସଟି ଲକ୍ଷ୍ମୀପୁରରୁ କଟକ ଯାଉଥିବା ବେଳେ ଭାରସାମ୍ୟ ହରାଇ ବସଟି ଓଲଟି ପଡିଥିବା ସୂଚନା ମିଳିଛି । ଦୁଇ ଜଣ ଯାତ୍ରୀ ଓ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏବେ ବି ଅନେକ ଯାତ୍ରୀ ଚାପି ହୋଇରହିଛନ୍ତି ।…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଟ୍ରାଫିକ୍ କନଷ୍ଟେବଳ

ଭୁବନେଶ୍ୱର: ଭୁବନେଶ୍ୱରର ଶିଶୁ ଭବନ ଛକ ନିକଟରେ ଶନିବାର ଦିନ ଗୋଟିଏ କ୍ରେନ୍ ଟ୍ରାଫିକ୍ ପୋଷ୍ଟକୁ ଧକ୍କା ଦେଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି କାର୍ଯ୍ୟରତ ଟ୍ରାଫିକ୍ କନଷ୍ଟେବଳ । ପ୍ରାପ୍ତ ସୂଚନା ଅନୁଯାୟୀ ଆଜି ସକାଳେ ବିଜୟ ସାହୁ ଓ ପ୍ରକାଶ ମାର୍ଥା ନାମକ ଦୁଇ ଜଣ ଟ୍ରାଫିକ୍…

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ରାସ୍ତା ଅବରୋଧ

ଯାଜପୁର: ଯାଜପୁର ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଦୁର୍ଘଟଣା ଘଟାଇ ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଘଟଣାକୁ ନେଇ ଚାପା…

କାରକୁ ଚାପି ଦେଲା ହାଇଓ୍ୱା, ୨ ଜଣ ଗୁରୁତର

କଟକ: ବାରଙ୍ଗ ନିକଟ ତ୍ରିଶୂଳିଆରେ ନେତାଜୀ ସୁଭାଷ ସେତୁ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍ ଉପରେ ମାଡ଼ି ଗଲା ବାଲି ବୋଝେଇ ହାଇଓ୍ୱା । ଏଥିରେ କାରରେ ଥିବା ଡ୍ରାଇଭର ଅ ଅନ୍ୟ ଜଣେ ଆହତ ହୋଇଛନ୍ତି । କାର୍ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

ଜେସିବିକୁ ଧକ୍କା ଦେଲା କାର୍‌, ଜଣେ ମୃତ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଖୋର୍ଦ୍ଧା-ବଲାଙ୍ଗିର ଜାତୀୟ ରାଜପଥ ଅର୍ଜୁନପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟେଲିଫୋନ ମରାମତି ପାଇଁ ରାସ୍ତା କଡରେ ଛିଡା ହୋଇଥିବା ଜେସିବିକୁ ଏକ କାର୍ ଧକ୍କା ଦେଇଥିଲେ। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକ…

ଏକ ମାସ ମଧ୍ୟରେ ୧୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ!

ବୁଗୁଡା: ସୁରାଟର ବିଭିନ୍ନ ଫ୍ୟାକ୍ଟେରୀରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ଏକ ମାସ ମଧ୍ୟରେ ୧୨ ଜଣ ଶ୍ରମିକଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ବେଳେ ଫ୍ୟାକ୍ଟେରୀ ମାଲିକ ବୃନ୍ଦ କୌଣସି କ୍ଷତିପୂରଣ ଦେଉନଥିବା ଅଭିଯୋଗ କରିଛନ୍ତି ସୁରତ ପ୍ରବାସୀ ଓଡ଼ିଆ ସମାଜ ଟ୍ରଷ୍ଟ ସଭାପତି…

ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ, ୬ ଜଣଙ୍କର ମୃତ୍ୟୁ

ଆନ୍ଧ୍ରପ୍ରଦେଶ: ବିବାହ ଉତ୍ସବରେ ଯୋଗ ଦେଇ ଘରକୁ ଫେରୁଥିଲେ । ବାଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଲା । ଭାରସାମ୍ୟ ହରାଇ ଭ୍ୟାନ୍ ଓଲଟି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ଆନ୍ଧ୍ରପ୍ରଦଶର ଇଷ୍ଟ ଗୋଦାବରୀ ଜିଲ୍ଲାରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କିଛି ଲୋକ ଆହତ ହୋଇଛନ୍ତି…

ସ୍ୱାମୀଙ୍କ ଦୋକାନ ଆଗରେ ସ୍ତ୍ରୀ ଓ ପୁଅ ଉପରେ ଚଢ଼ିଗଲା ଟ୍ରକ୍

ସମ୍ୱଲପୁର: ଅଭାବନୀୟ ଓ ଦୁଃଖଦ ଘଟଣା । ମୃତ୍ୟୁର ବାହକ ସାଜିଲା ଟ୍ରକ । ମାଆ ଓ ପୁଅ ଉପରେ ମାଡ଼ିଗଲା । ଘଟଣାସ୍ଥଳରେ ଦୁଇ ଜଣଙ୍କର ପ୍ରାଣ ବାୟୁ ଉଡ଼ିଯାଇଛି । ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ସମ୍ୱଲପୁର ଜିଲ୍ଲା ପଡ଼ିଆବାହଳରେ । ମୃତକମାନେ ହେଲେ ଆଲ୍ଲାଦିନ ମେହେର ଓ ତାଙ୍କର…

କଳିଙ୍ଗା ଘାଟିରୁ ଓଲଟିଲା ଟ୍ରକ୍‌, ୨ ଆହତ

କନ୍ଧମାଳ: କଳିଙ୍ଗା ଘାଟିରେ ଟ୍ରକ୍ ଦୁର୍ଘଟଣା ଗ୍ରସ୍ତ । କଳିଙ୍ଗା ଘାଟିରେ ଟ୍ରକ୍ ଦୁର୍ଘଟଣା ଗ୍ରସ୍ତ । ଏହି ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତରଙ୍କୁ ପ୍ରଥମେ ଭଂଜନଗର ମେଡିକାଲ ଓ ପରେ ପରେ ବ୍ରହ୍ମପୁର ବଡ ମେଡିକାଲକୁ ଚିକତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି…