ଆନ୍ଧ୍ରପ୍ରଦେଶରେ ସଡକ ଦୁର୍ଘଟଣା; ଚାଲିଗଲା ୬ ଓଡିଆଙ୍କ ଜୀବନ
ବିଶାଖଶପାଟଣା/ବ୍ରହ୍ମପୁର: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା କୋତପଲ୍ଲୀ ଗ୍ରାମ ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗୋଟିଏ ଓଡିଆ ପରିବାରର ୬ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି ।
ମିଳିଥିବା ସୂଚନାନୁଯାୟୀ ଗଞ୍ଜାମ ଜିଲ୍ଲା ପାତ୍ରପୁରର ଗୋଟିଏ ପରିବାରର ସମସ୍ତ ସଦସ୍ୟ…