ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ, ୫୦ ଯାତ୍ରୀ ଆହତ
ଗଞ୍ଜାମ/ଢେଙ୍କାନାଳ: ଗଞ୍ଜାମ ଓ ଢେଙ୍କାନାଳରେ ଗୁରୁବାର ଭୋର୍ ସମୟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବହୁ ଯାତ୍ରୀ ଆହତ ହୋଇଛନ୍ତି ।
ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସର…