Latest Odisha News

BREAKING NEWS

Browsing Tag

accident

ହାଇଓ୍ୱାକୁ ଧକ୍କା ଦେଲା ବସ୍‌; ଚାଲିଗଲା ୨ଜଣକ ଜୀବନ

ଭୁବନେଶ୍ୱର : ଭୋରୁ ଭୋରୁ ଅଘଟଣ । ହାଇଓ୍ୱାକୁ ଧକ୍କା ଦେଲା ବସ୍‌ । ବସ୍‌ଟି ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ବେଳେ ହାଇଓ୍ୱା ସହ ଧକ୍କା ହୋଇଥିଲା । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ, ଆଜି ଭୋର୍ ୪.୧୦ ସମୟରେ ଚାନ୍ଦିପୋଷ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।…

ସ୍କୁଲ୍ ପିଲାଙ୍କୁ ଧକ୍କା ଦେଲା ଇନୋଭା, ଚାଲିଗଲା ୩ ଛାତ୍ରଙ୍କ ଜୀବନ

ସୁବର୍ଣ୍ଣପୁର: ଶରଧାପାଲି ବିଦ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଇନୋଭା ଗାଡ଼ି ଧକ୍କାରେ ୩ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଛାତ୍ର ଗୁରୁତର ଅଛନ୍ତି । ସୂଚନା ଅନୁଯାୟୀ, ବିଦ୍ୟାଳୟରୁ ପରୀକ୍ଷା ଦେଇ ଛାତ୍ରଛାତ୍ରୀ ମାନେ ବାହୁାରୁଥିବା ବେଳେ ମୁଖ୍ୟ ଫାଟକ ସମ୍ମୁଖରେ…

ସାଙ୍ଗ ବାହାଘରକୁ ଯାଉଥିଲେ ୩ ସାଙ୍ଗ, ବାଟରେ ଜୀବନ ନେଇଗଲା ଯମ

ଅନୁଗୁଳ: ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ପରିବା ବୋଝେଇ ପିକଅପ୍ ଭ୍ୟାନ୍ ଧକ୍କାରେ ୩ ଜଣ ଯୁବକ ଘଟଣା ସ୍ଥଳରେ ପ୍ରାଣ ହରାଇଛନ୍ତି । ସୂଚନା ଅନୁସାରେ, ବାଇକରେ କୁଳେଇ ଗାଁର ୩…

ଅଷ୍ଟପ୍ରହରୀ ନାମ ଯଜ୍ଞ ପ୍ରସ୍ତୁତି ପାଇଁ ଯାଇଥିଲେ, ବାଟରେ ଚାଲିଗଲା ୨ ଜୀବନ

କାମାକ୍ଷାନଗର: ମୃତ୍ୟୁ କେତେବେଳେ, କେଉଁଠି ଓ କେମିତି ଆସିବ କେହି ଜାଣି ନଥାନ୍ତି । ଏଇ ଯେମିତି ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ସୁରପ୍ରତାପପୁର ଗାଁର ୬ ଜଣ ଅଷ୍ଟପ୍ରହରୀ ନାମ ଯଜ୍ଞ ପାଇଁ ଜଙ୍ଗଲରୁ ଝାଟି ଆଣିବାକୁ ଯାଇଥିଲେ । ହେଲେ କିଏ ଜାଣିଥିଲା ଫେରିବା ବାଟରେ ଦୁର୍ଘଟଣାରେ ୨ ଜଣଙ୍କ…

ଦୁର୍ଘଟଣା ପରେ ଜଳିଗଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

ଝାରସୁଗୁଡା : ରାସ୍ତା ମଝିରେ ଜଳୁଛି ୧୦ ଚକିଆ ଟ୍ରକ । ଅଳ୍ପକେ ଜୀବନ ବଞ୍ଚିଗଲା ଡ୍ରାଇଭର ଓ ହେଲପରଙ୍କର । ସୂଚନା ଅନୁଯାୟୀ, ଝାରସୁଗୁଡ଼ା ଜିଲ୍ଲା କୋଲାବିରା ବ୍ଲକ ବଡବାହାଲ ସମାସିଂହା ରାସ୍ତା ମଝିରେ ଜଳୁଛି ୧୦ ଚକିଆ ଟ୍ରକ  । ଆଉ ଅଳ୍ପକେ ଜୀବନ ବଞ୍ଚିପାରିଛି ଡ୍ରାଇଭର ଓ ହେଲପରର। ତେବେ…

ସ୍କୁଲ୍ ଯାଉଥିବା ୩ ଛୁଆଙ୍କ ଉପରେ ଏସୟୁଭି ଚଢ଼ାଇ ଦେଲେ କଲେଜ ଛାତ୍ର

ଚେନ୍ନାଇ: ସ୍କୁଲ୍ ଛୁଆଙ୍କ ଉପରେ ଏସୟୁଭି ଚଢ଼ାଇ ଦେଲେ କଲେଜ ଛାତ୍ର । ଏଭଳି ଅଭାବନୀୟ ଘଟଣା ଘଟିଛି ତାମିଲନାଡ଼ୁର ତିରୁପାଥୁର ଜିଲ୍ଲାରେ । ୩ ଜଣ ଛୁଆ ବିଦ୍ୟାଳୟକୁ ପଢ଼ିବାକୁ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି । କାର ଚାଳକଙ୍କୁ ପୋଲିସ ଗିରଫ କରିଥିବା ସୂଚନା ଦେଇଛି । ରାଜପଥର ସର୍ଭିସ…

ବରଯାତ୍ରୀଙ୍କ ଉପରକୁ ମାଡ଼ିଗଲା କାର୍‌, ଜଣେ ମୃତ ୭ ଗୁରୁତର

ବଲାଙ୍ଗୀର : ମଦୁଆ ଡ୍ରାଇଭରଙ୍କ ଉନ୍ମତକାଣ୍ଡ। ବରଯାତ୍ରୀଙ୍କ ଉପରେ ଚଢାଇ ଦେଲା ଗାଡି। ଘଟଣାସ୍ଥଳରେ ଜଣେ ମୃତ ୭ ଜଣ ଗୁରୁତର । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମହାରାପଦର ପଞ୍ଚାୟତ ବାଘଝରଣ ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ, ବାଘଝରଣ ଗାଁ ର ହୂତାସନ ବରିହା…

୨ ଟ୍ରକ୍‌ ମୁହାଁମୁହିଁ, ଘଟଣାସ୍ଥଳରେ ଚାଲିଗଲା ୭ ଜୀବନ

ଯାଜପୁର: ଧର୍ମଶାଳା ଥାନା ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ବଡ ଧରଣର ଅଘଟଣ। ସଡ଼କ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, କୋଲକାତା ପଟୁ ଆସୁଥିବା ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ଟ୍ରକୁକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ୭ ଜଣ…

ମାଆ ମଝିଘରିଆଣିଙ୍କ ଦର୍ଶନ ସାରି ଫେରିବା ବେଳେ ଦୁର୍ଘଟଣା, ୫ ମୃତ

ରାୟଗଡ଼ା: ମାଆଙ୍କ ଆଶୀର୍ବାଦ ଭିକ୍ଷା କରି ଫେରୁଥିଲେ, ରାସ୍ତାରେ ଚାଲିଗଲା ଜୀବନ । ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣିଙ୍କ ଦର୍ଶନ ସାରି ଫେରିବା ବେଳେ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତାହତ ଆନ୍ଧ୍ରପ୍ରଦେଶ କମରଡ଼ାର ବୋଲି ଜଣାପଡ଼ିଛି । ଆଜି ଅଟୋରେ ଆନ୍ଧ୍ର…

ଜାଗର ଦେଖି ଫେରିବା ବେଳେ ଅଟୋକୁ ଧକ୍କା ଦେଲା ହାଇୱା, ଚାଲିଗଲା ୩ ଜୀବନ

ଅନୁଗୋଳ : ଜାଗର ଯାତ୍ରା ହେଲା ଶେଷ ଯାତ୍ରା । ଜାଗର ଦେଖି ଫେରିବା ବେଳେ ଦୁର୍ଘଟଣା  । ଚାଲିଗଲା ୩ ଜୀବନ । ଜାଗର ଯାତ୍ରା ଦେଖି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଅଟୋଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଫଳରେ ୩ ଜଣକ ମୃତ୍ୟୁ ଘଟିଛି । ବିଳମ୍ବିତ ରାତିରେ…