Latest Odisha News

BREAKING NEWS

Browsing Tag

accident

ଗଞ୍ଜାମ ଜିଲ୍ଲାରେ ସର୍ବଧିକ ଦୁର୍ଘଟଣା; ଗଜପତିରେ ସବୁଠୁ କମ

ଭୁବନେଶ୍ବର : ୨୦୨୧ରେ ଓଡିଶାରେ ୧୦୯୮୩ଟି ଦୁର୍ଘଟଣାରେ ୫୦୮୧ ଜଣ ମୃତ୍ୟୁବରଣ କରିଛନ୍ତି । ୯୭୮୨ ଜଣ ଆହତ ହୋଇଥିଲେ। ସେହିଭଳି ୨୦୨୨ରେ ୧୧୬୬୩ଟି ଦୁର୍ଘଟଣା ଘଟିଛି । ୫୪୬୭ ଜଣ ପ୍ରାଣ ହରାଇଥିବା ବେଳେ ୧୦୩୦୨ ଜଣ ଆହାତ ହୋଇଛନ୍ତି । ଗତବର୍ଷ ଗଞ୍ଜାମ ଜିଲ୍ଲାରେ ସର୍ବଧିକ ଓ ଗଜପତି ଜିଲ୍ଲାରେ…

ପେଟ୍ରୋଲିଂ ବେଳେ ହୋମଗାର୍ଡ଼ଙ୍କ ଉପରେ ମାଡ଼ିଗଲା ଗାଡ଼ି, ଚାଲିଗଲା ଜୀବନ

ଆନନ୍ଦପୁର : ଗତକାଲି ବିଳମ୍ବିତ ରାତିରେ ଆନନ୍ଦପୁର ଘଷିପୁରା ଥାନା ଦେଓଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ମାଡ଼ିଯିବାରୁ ଜଣେ କାର୍ଯ୍ୟରତ ହୋମଗାର୍ଡ଼ଙ୍କ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡ ଜଣଙ୍କ ହେଉଛନ୍ତି ସୁରେଶ କୁମାର ରାଉତ । ତାଙ୍କର ବୟସ ୪୭ ବର୍ଷ । ଘର ତରିମୂଳ…

ସାଙ୍ଗ ହୋଇ ବୁଲୁଥିଲେ..ସାଙ୍ଗ ହୋଇ ଚାଲିଗଲେ ଦୁଇ ବନ୍ଧୁ

ବଲାଙ୍ଗିର: ସେମାନେ ସାଙ୍ଗ ଥିଲେ । ଖୁବ ଭଲ ସାଙ୍ଗ । ଯୁଆଡେ ଯାଉଥିଲେ, ଯାହା କରୁଥିଲେ ଏକାଠି ହିଁ କରୁଥିଲେ। ବୋଧହୁଏ କେହି କାହାରିକୁ ଛାଡିବେ ନାହିଁ ବୋଲି ପରସ୍ପରକୁ କଥା ଦେଇଥିଲେ । ନିଷ୍ପତ୍ତି ନେଇଥିଲେ ଏକାଠି ଜିଇଁବେ-ଏକାଠି ମରିବେ । ଆଉ ଏହି ନିଷ୍ପତ୍ତିକୁ ବି କରି ଦେଖାଇ ଦେଲେ ।…

ପୁରୀରେ ଭୟଙ୍କର ସଡ଼କ ଦୁର୍ଘଟଣା, ୨ ମୃତ ୧୮ ଆହତ

ପୁରୀ: ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ ଆହତ। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ରହିଥିବା ସୂଚନା । ଦୁଇ ମୃତକ ହେଲେ ଅଟୋଚାଳକ ଓ ସେଥିରେ ବସିଥିବା ମହିଳା ଯାତ୍ରୀ। ତେବେ ଆହତଙ୍କ ମଧ୍ୟରୁ ୫ ଜଣ…

ଦୁର୍ଘଟଣାରେ ଚାଲିଗଲେ ବାପା, ମା ଓ ଝିଅ : ହସ୍ପିଟାଲ୍‌ ବେଡ୍‌ରେ ମୃତ୍ୟୁ ସହ ଲଢ଼ୁଛି ୧୫ ମାସର ପୁଅ

ବଲାଙ୍ଗୀର: ବଲାଙ୍ଗୀରରେ ଏକ ଭୟଙ୍କର ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ଘଟିଛି । ଗୋଟିଏ ପରିବାର ପୁରା ଛାରଖାର ହୋଇଯାଇଛି। ସ୍ୱାମୀ, ସ୍ତ୍ରୀ ଓ ଝିଅର ମୃତ୍ୟୁ ହୋଇଥିବା ବେଳେ ୧୫ ମାସର ଜୀବନ ସହ ସଂଘର୍ଷ କରୁଛି। ବଲାଙ୍ଗିର ଜିଲ୍ଲା ଦେଓଗାଁ ରାସ୍ତା ସିଂହଖମନ ଛକ ନିକଟରେ…

ବାଇକ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୩ ଯୁବକଙ୍କ ମୃତ୍ୟୁ

ଝାରସୁଗୁଡ଼ା: ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ ର ସନ୍ୟାସିପାଲି ଛକରେ ଟ୍ରକ୍ ଓ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ମୃତ୍ୟୁ…

ସିରିଜ୍‌ ଦୁର୍ଘଟଣାରେ ୨ମୃତ, ୩ ଗୁରୁତର

ବୌଦ୍ଧ: ବହିରା ଛକ ନିକଟରେ ସିରିଜ ଦୁର୍ଘଟଣା । ସ୍କର୍ପିଓ ଧକ୍କାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ପତାକା ଉତ୍ତୋଳନ କରିବାକୁ ଯିବା ବେଳେ ଘଟିଥିଲା ଅଘଟଣ । ୬ଟି ବାଇକ ସହ ଗୋଟିଏ କାର ଚୁରମାର । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା…

ବ୍ରିଜ୍‌ ତଳକୁ ଖସିଲା ବସ୍‌; ୨ମୃତ, ଅନେକ ଆହତ

ଢେଙ୍କାନାଳ: ଭାରସମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିଲା ବସ୍‌  । ଚାଲିଗଲା ୨ଜଣଙ୍କ ଜୀବନ  ।  ସୂଚନା ଅନୁଯାୟୀ, ୫୫ନଂ ଜାତୀୟ ରାଜପଥ ସିମିନଈ ପଞ୍ଚୁବଟି ନିକଟସ୍ଥ ବ୍ରିଜରୁ ଏକ ବସ୍ ଖସିପଡ଼ିଛି । ଫଳରେ ଘଟଣାସ୍ଥଳରେ ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଥିବା ଜଣାପଡ଼ିଛି । ମୃତ…

ରାସ୍ତାକଡରେ ଛିଡା ହୋଇଥିବା ଲୋକଙ୍କ ଉପରେ ଚଢିଗଲା ଡମ୍ପର; ୬ ମୃତ

ଲକ୍ଷ୍ନୌ: ଉନ୍ନାବ ଜିଲ୍ଲାର ଲକ୍ଷ୍ନୌ-କାନପୁର ହାଇୱେ ଉପରେ ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଯାଇଛି । ଭାରସାମ୍ୟ ହରାଇ ଏକ ଡମ୍ପର ରାସ୍ତା କଡରେ ଛିଡା ହୋଇଥିବା ଲୋକଙ୍କ ଉପରେ ଚଢାଇ ଦେଇଛି । ଫଳରେ ୬ ଜଣ ଲୋକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଅନେକ ଲୋକ ଗୁରୁତର ହୋଇ ପଡ଼ିଛନ୍ତି ।…

ବୋଲେରୋ ଧକ୍କାରେ ବାଇକ୍‌ ଆରୋହୀ ମୃତ

ସମ୍ବଲପୁର : ବୋଲେରୋ ଧକ୍କାରେ ବାଇକ୍‌ ଆାରୋହୀ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି  ସମ୍ବଲପୁର ଜିଲ୍ଲା ଧନୁପାଲି ମହାବୀରପଡ଼ା ନିକଟରେ । ମୃତକ ଭତରା ଅଞ୍ଚଳର ରଞ୍ଜିତ ବୋଲି ଜଣାପଡ଼ିଛି । ତେବେ ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ମୃତକ ରଞ୍ଜିତ ବାଇକରେ ଘରକୁ ଫେରୁଥିଲେ ।…