Latest Odisha News

BREAKING NEWS

Browsing Tag

accident

ପିଟି ଦେଲା ବସ; ଚାଲିଗଲା ୩ ଜୀବନ

ସୁନ୍ଦରଗଡ: ସୁନ୍ଦରଗଡ ଥାନା ହେମଗିରି ଥାନା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଣଟଣା । ସ୍ଥାନୀୟ ଗୋପାଳପୁର ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା । ବସ୍ ଧକ୍କାରେ ଚାଲି ଯାଇଛି ୩ ବାଇକ ଆରୋହୀଙ୍କ ଜୀବନ । ମୃତକମାନେ ହେଲେ ହେମଗିରି ଥାନା ଗୋପାଳପୁର ଗାଁର ରୋହନ ପାଣ୍ଡେ, ଶ୍ୟାମ ଦିଗାଲ ଓ ଓମ ଭୈଶାଲ…

ଅପହରଣ ନୁହେଁ ଦୁର୍ଘଟଣା, କୂଅ ଭିତରୁ ବାହାରିଲା ନିଖୋଜ ଦମ୍ପତିଙ୍କ କାର

ଉମରକୋଟ: ଅପହରଣ ନୁହେଁ ଦୁର୍ଘଟଣା । କୂଅ ଭିତରୁ ବାହାରିଲା କାର । କାର ଭିତରେ ଥିଲା ୪ ମୃତ ଦେହ । ଛତିଶଗଡରୁ ଫେରିବା ବେଳେ ଅପହରଣର ଶିକାର ହୋଇଥିବା ଅଭିଯୋଗର ଏପରି ମର୍ମନ୍ତୁଦ ପରିଣତି ସାମ୍ନାକୁ ଆସିଛି  । ଶନିବାର ରାତି 10ଟା ସମୟରେ ଛତିଶଗଡରୁ ଏକ ବାହାରଘର ଭୋଜି ଖାଇ ଘରକୁ…

ଓଲଟିଲା ପିକ୍‌ନିକ୍‌ ବସ୍‌,୨ ଛାତ୍ର ମୃତ

ମୁମ୍ବାଇ : ଛାତ୍ରଙ୍କ ଜୀବନ ନେଲା ପିକନିକ୍‌ । ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଓଲଟିଲା ପିକ୍‌ନିକ୍‌ ବସ୍‌ । ଦୁଇ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪୭ ଜଣ ଆହତ ହୋଇଛନ୍ତି । ବିଳମ୍ବିତ ରାତିରେ ଖୋପୋଲି ନିକଟରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଫେରୁଥିବା ଏକ ପିକ୍‌ନିକ୍ ବସ୍ଟି…

୫ ବାଇକ୍ ଓ ୨ କାର୍ ଉପରେ ଚଢିଗଲା ଟ୍ରକ୍

କଟକ:କଟକ ଜିଲ୍ଲା ଜଗତପୁର ଖଇରା ପୋଲ ନିକଟରେ ଘଟିଛି ଭୟଙ୍କର ଦୁର୍ଘଟଣା । ସନ୍ଧ୍ୟାରେ ଭାରସାମ୍ୟ ହରାଇ ୫ଟି ବାଇକ୍ ଓ ୨ଟି କାର୍ ଉପରେ ମାଡ଼ି ଯାଇଛି ଟ୍ରକ୍।  ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଆହତ ହୋଇଛନ୍ତି ।   ମୃତକ ଜଣକ ସେଠିକାର ଫଳ ଦୋକାନୀ ଓ ତାଙ୍କ ନାମ ସୁବାସ ସାହୁ। ଏହି…

ଓଲଟି ପଡ଼ିଲା ବରଯାତ୍ରୀ ଟ୍ରାକ୍ଟର, ୬ ମୃତ ୨୦ ଆହତ

ଅମରବତୀ : ଆନ୍ଧ୍ରପ୍ରଦେଶର ଚିତ୍ତୋର୍‌ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିବାହ କରିବାକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହେଲେ ବରଯାତ୍ରୀ । ଏହି ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ବଲିଜାପଲ୍ଲେ ଗାଁରୁ ଟ୍ରାକ୍ଟରରେ ଝିଅ ଘର ଆଡକୁ…

କଣ୍ଟେନର ପଛରୁ ପିଟିଲା କାର୍‌, ୬ ଜଣଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ତାମିଲନାଡ଼ୁର ଚେଙ୍ଗଲପେଟ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି  । ତିରୁବନ୍ନା ମଲାଇରୁ ଚେନ୍ନାଇ ଫେରୁଥିବା ବାଟରେ ହୋଇଥିଲା ଅଘଟଣ  । ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି  । ତେବେ ଏହି ସମସ୍ତ…

ବସକୁ ଅପେକ୍ଷା କରିଥିଲେ ଯାତ୍ରୀ, ଦଳିଦେଲା ଟ୍ରକ

ଭୋପାଳ : ମଧ୍ୟପ୍ରଦେଶ ରତଲାମ ଜିଲ୍ଲାରେ ଘଟିଛି ଭୟାବହ ଦୁର୍ଘଟଣା । ବସ୍‌ ଷ୍ଟପ୍‌ରେ ଯାତ୍ରୀଙ୍କ ଉପରେ ମାଡ଼ି ଯାଇଛି ଟ୍ରକ୍‌।  ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି ।  ପୋଲିସ ଟ୍ରକ ଡ୍ରାଇଭରଙ୍କ ବିରୋଧରେ ମାମଲା ରୁଜୁ କରିଛି। ରବିବାର ଟ୍ରକଟି ଦ୍ରୁତ…

ଓଲଟିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଧୂଆଁମୟ ହେଲା ସମଗ୍ର ଅଞ୍ଚଳ

କଳାହାଣ୍ଡି : କର୍ଲାପଡ଼ା ନିକଟ ଜାତୀୟ ରାଜପଥରେ ବଡ଼ ଅଘଟଣ  । ଭାରସମ୍ୟ ହରାଇ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର । ଗ୍ୟାସ ଟ୍ୟାଙ୍କରରୁ ଗ୍ୟାସ୍ ବାହାରି ସମସ୍ତ ଅଞ୍ଚଳ ଧୂଆଁମୟ ହୋଇଯାଇଛି । ଦୁର୍ଘଟଣା ଯୋଗଁ ସ୍ଥାନୀୟ ଅଞ୍ଚଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଏନେଇ ବଲାଙ୍ଗୀରରୁ…

ନବରଙ୍ଗପୁର ଡାବୁ ଗାଁରେ କାର୍ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ସରାଗୁଡ଼ା ନିକଟରେ କାର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ହୋଇଛି । ଭାରସାମ୍ୟ ହରାଇ କାରଟି ଗଛକୁ ପିଟିଥିଲା । ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା ଓ  ଦୁଇ ଗୁରୁତରଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଥିଲା । ସେମାନଙ୍କ…

ଟ୍ରକ୍‌କୁ ଧକ୍କା ଦେଲା କାର୍‌, ୪ ମୃତ

ଖୋର୍ଦ୍ଧା: ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରୀଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌ ପଛରେ କାର୍‌ଟି ପିଟିଦେବାରୁ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଛି । କାର୍‌ ମଧ୍ୟରେ ଥିବା ୨ଜଣ ପୁରୁଷ ଓ ୨ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି  ।…