ବାହାଘରର ୩୫ ବର୍ଷ ପରେ ପତ୍ନୀଙ୍କୁ ପୁଣି ପ୍ରପୋଜ
ବର୍ଜିନିଆ: ବାହାଘରର ୩୫ ବର୍ଷ ପରେ ପତ୍ନୀଙ୍କୁ ପ୍ରପୋଜ । ବେଳାଭୂମିରେ ପତ୍ନୀଙ୍କ ସାମ୍ନାରେ ଆଣ୍ଠେଇ ପଡ଼ିଲେ ଆଉ ପ୍ରପୋଜ କଲେ ଜଣେ ୫୮ ବର୍ଷିୟ ବ୍ୟକ୍ତି । ଆପଣ ଭାବୁଥିବେ ବୋଧହୁଏ ବିବାହ ବାର୍ଷିକୀରେ ପୂର୍ବ ସ୍ମୃତି ରୋମନ୍ଥନ କରୁଥିଲେ । କିନ୍ତୁ ନା, ସେମିତି କିଛି ବି ନୁହେଁ ।…