ଇଞ୍ଜିନିୟରିଂ କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା, ପ୍ରେମିକ ବିକାଶକୁ ଝାଡଖଣ୍ଡରୁ ବାନ୍ଧିଲା ପୋଲିସ
ଭୁବନେଶ୍ବର: ଘରୋଇ ଇଞ୍ଜିନିୟରିଂ କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା । ଅଭିଯୁକ୍ତ ପ୍ରେମିକ ବିକାଶ କୁମାରକୁ ଗିରଫ କଲା ତମାଣ୍ଡୋ ଥାନା ପୋଲିସ । ଝାଡଖଣ୍ଡରୁ ଅଭିଯୁକ୍ତ ବିକାଶ ଗିରଫ ପରେ ଆଜି କୋର୍ଟ ଚାଲାଣ କରାଯିବ । ପୂର୍ବରୁ ବିକାଶଙ୍କ ପ୍ରେମିକା ପାୟଲ ମହାପାତ୍ର ଗିରଫ ହୋଇଥିଲେ ।…