Latest Odisha News

BREAKING NEWS

Browsing Tag

Accused

ମହିଳାଙ୍କୁ ଢାଲ କରି ରାଜଧାନୀରେ ମାତିଛନ୍ତି ଜମି ମାଫିଆ ! ୭ ଗିରଫ, ମାଷ୍ଚରମାଇଣ୍ଡ ଫେରାର୍

ଭୁବନେଶ୍ୱର : ରାଜଧାନୀରେ ମାତିଛନ୍ତି ବଡି ବିଲଡର୍ ଜମି ମାଫିଆ । ମହିଳାଙ୍କୁ ଢାଲ କରି ଚଳାଇଥିଲେ ଜମି ପଜେସନ୍ ଗ୍ୟାଙ୍ଗ । ୧୦ କୋଟିର ଜମି ପାଇଁ ଏମାନେ ନେଇଥାନ୍ତି ଏକ କୋଟିର ବଟି । ଏଭଳି ଏକ ୭ ଜଣିଆ ଗ୍ୟାଙ୍ଗକୁ ଭୁବନେଶ୍ବର ନୟାପଲ୍ଲୀ ଥାନା ପୋଲିସ ଗୁରୁବାର ଗିରଫ କରିଛି । ଏମାନେ ହେଲେ,…

ଫେରାର ଦୁଷ୍କର୍ମକାରୀଙ୍କୁ ଫେସ୍‌ବୁକରୁ ଚିହ୍ନିଲା ପୀଡିତା !

ଉତ୍ତରପ୍ରଦେଶ: ଦୁନିଆରେ ମଣିଷ ବେଶରେ ଲୁଚି ରହିଥିବା ପଶୁଙ୍କୁ ଚିହ୍ନିପାରିନଥିଲା ଝିଅଟି । ହସ୍ପିଟାଲରେ ଭର୍ତ୍ତି ଥିବା ମାଆକୁ ଦେଖିବା ଲାଗି ଘରୁ ବାହାରିଥିଲା । ହେଲେ ଜଙ୍ଗଲି ରାସ୍ତାରେ ଭେଟିଥିଲା କିଛି ମାଂସଲୋଭି ସଇତାନଙ୍କୁ । ଆଉ ତା ପରେ ହରାଇଥିଲା ମଣିଷ ଉପରେ ବିଶ୍ୱାସ ଓ ନିଜ ମାନ…

କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣା: ପୋଲିସ ଏନକାଉଣ୍ଟରରେ ୨ ଅଭିଯୁକ୍ତ ଗୁରୁତର

ବ୍ରହ୍ମପୁର : ବ୍ରହ୍ମପୁରରେ ଶୁକ୍ରବାର ରାତିରେ ଘଟିଥିବା ପୋଲିସର ଏନକାଉଣ୍ଟରରେ କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ୨ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି । ଆହତ ଅପରାଧୀ ଦ୍ୱୟ ଗଣେଶ ନାୟକ ଓ ହୃଷି ପାତ୍ର ବୋଲି ଜଣାପଡିଛି । ପରେ ଆହତମାନଙ୍କୁ ଚିକିତ୍ସା…