Latest Odisha News
Browsing Tag

ACF Soumya Ranjan Death Case

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ଡିଏଫଓଙ୍କର ହେବ ଲାଏ ଡିଟେକ୍ସନ ଟେଷ୍ଟ

ଗଜପତି : ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା । ତଦନ୍ତର ଅଷ୍ଟମ ଦିନରେ ଚର୍ଚ୍ଚାରେ ଥିବା ଡିଏଫଓଙ୍କୁ ଜେରା କରିଛି କ୍ରାଇମବ୍ରାଞ୍ଚ । ପୋଲିସ ଗେଷ୍ଟ ହାଉସରେ ତିନି ଘଣ୍ଟା ଧରି ଗୁଡେଇ ତୁଡେଇ ପ୍ରଶ୍ନ କରିଛି ତଦନ୍ତକାରୀ ଟିମ୍ । ଜେରା ବେଳେ କିଛି ପ୍ରଶ୍ନର ଉତ୍ତର…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଗୁରାଣ୍ଡି ଥାନା OICଙ୍କୁ ୩ ଘଣ୍ଟା ଜେରା

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରହସ୍ୟର ଖିଅ ଖୋଜୁଛି କ୍ରାଇମବ୍ରାଞ୍ଚ । ଘନ ଘନ ଜେରା ଚାଲିଛି । ଆଜି ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ତିନି ଘଣ୍ଟା ପଚରାଉଚରା କରିଛନ୍ତି କ୍ରାଇମବ୍ରାଞ୍ଚ । ପାରଳାଖେମୁଣ୍ଡି ଥାନାରେ ତାଙ୍କୁ ଜେରା ହୋଇଥିଲା । ସେଦିନ ସେ…