Latest Odisha News
Browsing Tag

Achyuta Samant

କେରଳ ଫିଲ୍ମ ଫେଷ୍ଟର ସ୍କ୍ରିନିଂ ପାଇଁ ‘ସି ଆଣ୍ଡ ସେଭେନ୍ ଭିଲେଜେସ୍’ ମନୋନୀତ

ଭୁବନେଶ୍ୱର: ଅଚ୍ୟୁତ ସାମନ୍ତଙ୍କ ନିବେଦିତ ଖ୍ୟାତି ସମ୍ପନ୍ନ ଚଳଚ୍ଚିତ୍ର ନିର୍ଦ୍ଦେଶକ ହିମାଂଶୁ ଖଟୁଆଙ୍କ ନିର୍ଦ୍ଦେଶିତ ପ୍ରାମାଣିକ ଓଡ଼ିଆ ଚଳଚ୍ଚିତ୍ର ‘ସି ଆଣ୍ଡ ସେଭେନ୍‍ ଭିଲେଜେସ୍‍’ କେରଳରେ ଅନୁଷ୍ଠିତ ହେବାକୁ ଥିବା ୧୫ତମ ଅନ୍ତର୍ଜାତୀୟ ଡକ୍ୟୁମେଣ୍ଟାରୀ ଓ କ୍ଷୁଦ୍ର ଚଳଚ୍ଚିତ୍ର…

ମାନିଲା ଏଫ୍‍ଆଇଭିବି ସାଧାରଣ ପରିଷଦ ବୈଠକରେ ଯୋଗ ଦେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର: ଫେଡ଼େରେସନ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ଭଲିବଲ୍‍ (ଏଫ୍‍ଆଇଭିବି)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଫିଲିପାଇନ୍‍ସର ମାନିଲାଠାରେ ଗୁରୁବାର ଆରମ୍ଭ ହୋଇଛି । ଭାରତୀୟ ଭଲିବଲ୍‍ ସଂଘ (ଭିଏଫ୍‍ଆଇ)ର ସଭାପତି ଅଚ୍ୟୁତ ସାମନ୍ତ ଏହି ବୈଠକରେ ଯୋଗ ଦେଇଛନ୍ତି । ପ୍ରଥମ ଥର ଲାଗି ଭାରତୀୟ ଭଲିବଲ୍‍…

କନ୍ୟାକିରଣ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ କନ୍ୟା ସନ୍ତାନ ଦିବସ ପାଳିତ

ଭୁବନେଶ୍ବର : କିଟ୍ ଓ କିସର ଅନନ୍ୟ ପ୍ରୟାସ ‘କନ୍ୟାକିରଣ’ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାର ସଦର ମହକୁମା ସମେତ ୩୪ଟି ସ୍ଥାନରେ ପାଳିତ ହୋଇଛି ‘ରାଷ୍ଟ୍ରୀୟ କନ୍ୟା କିରଣ ଦିବସ’ । ଭର୍ଚ୍ଚୁଆଲ ଜରିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଚଳିତବର୍ଷର ବିଷୟବସ୍ତୁ ‘ମୁଁ ପଢ଼ିବି-ମୁଁ ବଢ଼ିବି’ଉପରେ…

କିସରେ ଆରମ୍ଭ ହେଲା ଇ-ଲର୍ଣ୍ଣିଂ କ୍ଳାସ: ୩୦ ହଜାର ଛାତ୍ରଛାତ୍ରୀଙ୍କ ଘରେ ପହଞ୍ଚିଲା ଶିକ୍ଷାଦାନ

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ (କିସ) ଉଦ୍ୟମରେ ଓ କଳିଙ୍ଗ ଟିଭି ପ୍ରୟାସରେ କିସ ଇ ଲର୍ଣ୍ଣିଂ କ୍ଳାସ କାର୍ଯ୍ୟକ୍ରମ ବୁଧବାର କିସରେ ଉଦଘାଟିତ ହୋଇଯାଇଛି । କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ଶ୍ରେଣୀଗୃହ ଶିକ୍ଷାଦାନ…