Latest Odisha News

BREAKING NEWS

Browsing Tag

Achyuta Samanta

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‍

ଭୁବନେଶ୍ୱର: ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠତା ଅଚ୍ୟୁତ ସାମନ୍ତଙ୍କୁ ପୁରୀସ୍ଥିତ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‍ ପ୍ରଦାନ କରାଯାଇଛି । ଶୁକ୍ରବାର ବିଶ୍ୱବିଦ୍ୟାଳୟର ୯ମ ସମାବର୍ତନ ଉତ୍ସବ ଅବସରରେ ଶ୍ରୀ ସାମନ୍ତଙ୍କୁ…

ବାହାନଗା ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣକୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‍

ଭୁବନେଶ୍ୱର: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଶତାବ୍ଦୀର ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟରେ ମାଗଣା ଶିକ୍ଷା ଦାନ କରିବାକୁ କିଟ୍‍ ବୁଧବାର ଘୋଷଣା କରିଛି । ଆଜି ଏ ସମ୍ପର୍କରେ କିଟ୍‍ ଓ କିସ୍‍…

କିଟକୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟକୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ । କିଟ୍‍ ଓ…

+୨ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶିତ: କନ୍ଧମାଳ ଝିଅ ମୀନାକ୍ଷୀ କିସ୍ ଟପ୍ପର

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ରାଜ୍ୟର ପାସ୍‍ ହାର ବିଜ୍ଞାନରେ ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ…