ଆକ୍ସନ୍ ମୋଡରେ ରାଜ୍ୟ ପରିବହନ ବିଭାଗ, ଏଣିକି ଜୋରିମାନା ସହ ଥାନାରେ ହେବ FIR
ଭୁବନେଶ୍ୱର : ଟ୍ରାଫିକ୍ ନିୟମ ଖିଲାପକାରୀଙ୍କୁ ଆଉ ନିସ୍ତାର ନାହିଁ ! ରାଜ୍ୟରେ ଟ୍ରାଫିକ ନିୟମର ଉଲଘଂନ ରୋକିବା ନେଇ ଶୂନ୍ୟ ସହନଶୀଳତା ନୀତି ଆପଣା ଯିବ ବୋଲି ସଫାସଫା କହିଛି ରାଜ୍ୟ ପରିବହନ ବିଭାଗ । ଏହି କ୍ରମରେ ବଡଧରଣର ଅଭିଯାନ ଚଲାଇବ ପରିବହନ ବିଭାଗ । ଦିନ ତମାମ ରାଜ୍ୟବ୍ୟାପି ଚାଲିବ…