ଫିଲ୍ମ ନିର୍ମାତା ମହେଶ ମଞ୍ଜରେକର କ୍ୟାନ୍ସର ପୀଡିତ
ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ମହେଶ ମଞ୍ଜରେକର ୟୁରିନାରୀ ବ୍ଲାଡର କ୍ୟାନ୍ସରରେ ପୀଡିତ। ନିକଟରେ ତାଙ୍କର ଅସ୍ତ୍ରୋପଚାର ହୋଇଛି।
ମଞ୍ଜରେକରଙ୍କ ଅସ୍ତ୍ରୋପଚାର ମୁମ୍ବାଇର ଏଚ୍.ଏନ୍ ରିଲାଏନ୍ସ ଫାଉଣ୍ଡେସନ୍ ହସ୍ପିଟାଲରେ କରାଯାଇଥିଲା।
ରିପୋର୍ଟ ଅନୁଯାୟୀ, ଅସ୍ତ୍ରୋପଚାର…